ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ଜନ୍ମ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାନ ସମାଜ ସଂକାରକ ଜ୍ୟୋତିରାଓ ଫୁଲେଙ୍କ ଜନ୍ମ ଜୟନ୍ତୀ ପଶ୍ଚିମ ଓଡିଶା ମହିଳା ସଂଗଠନ ତରଫରୁ ସ୍ଥାନୀୟ ଯାଦବ ଭବନ ଠାରେ ଆଜି ପାଳିତ ହୋଇଯାଇଛି । ସଂଗଠନର ସଭାନେତ୍ରୀ ସବିତା ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ଜୟନ୍ତୀ ସମାରୋହରେ ମୁଖ୍ୟ…
Read More...

ବ୍ରାହ୍ମଣୀଜୋର କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କର୍ମଶାଳା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ବ୍ରାହ୍ମଣୀଜୋର କ୍ଲଷ୍ଟରର ଶିକ୍ଷଣ ସାମଗ୍ରୀ କର୍ମଶାଳା ସ୍ଥାନୀୟ ଫପସୀ ଏନୟୁପିଏସ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ସିଆରସିସି ମଣ୍ଟୁ ସାମଲଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ମାଝୀ ଉଦ୍‌ଘାଟନ କରିଥିଲେ…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା ଓ ଅମୃତପିଢ଼ି ସାରସ୍ୱତ ସମାରୋହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଶନିବାର ଦିନ ଏକ ଦ୍ୱିବିଧ ସାରସ୍ୱତ ଓ ସାମାଜିକ କାର୍ଯ୍ୟକ୍ରମ ଆନନ୍ଦ ଉଲ୍ଲାସର ସହ ସମ୍ପନ୍ନ ହୋଇଯାଇଛି । ଦିବସର ପ୍ରଥମ ଅଧିବେଶନରେ "ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ" ଅନୁଷ୍ଠିତ…
Read More...

ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଆ ପକ୍ଷ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାରା ରାଜ୍ୟରେ ଚାଲିଥିବା ଓଡ଼ିଆ ପକ୍ଷ ପାଳନ ଅବସରରେ ଶନିବାର ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟର ଯୁବ ରେଡ୍‌କ୍ରସ୍‌, ଏନ୍‌ସିସି, ଜାତୀୟ ସେବା ଯୋଜନା ଏବଂ ଓଡ଼ିଆ…
Read More...

କ୍ରିକେଟ ପ୍ରତିଯୋଗିତା : ଗୁରୁନାନକ ପବ୍ଲିକ ସ୍କୁଲ ଏବଂ ସେଣ୍ଟ ଆରନୋଲଡସ୍ ସ୍କୁଲ ବିଜୟୀ

ସେଣ୍ଟ୍ ଆରନୋଲଡସ୍ ସ୍କୁଲର ସାଇ ଶୁଭମ୍ ପଟ୍ଟନାୟକ ଉନ୍ନତ ବୋଲିଂ ପାଇଁ ଶ୍ରେଷ୍ଠ ବିବେଚିତ ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହରର ସେକ୍ଟର-୧୮ ସ୍ଥିତ ଜିମିଖାନା କ୍ରିକେଟ୍ ପଡ଼ିଆରେ ଚାଲିଥିବା ଏକାଦଶତମ ହରମୋହନ ପ୍ରହରାଜ ସ୍ମାରକୀ ଆନ୍ତଃବିଦ୍ୟାଳୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟରେ…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏପ୍ରିଲ ୨୧ ତାରିଖରେ ରାଉରକେଲା ଗସ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏପ୍ରିଲ ୨୧ରେ ରାଉରକେଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ରାଷ୍ଟ୍ରପତିଙ୍କ ଏଜେଣ୍ଡାରେ ରାଉରକେଲା ୱାନ୍ ପରିସରରେ ନବନିର୍ମିତ ଆଦିବାସୀ ସଂଗ୍ରହାଳୟ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି…
Read More...

ସିଏମ୍‌ ଟ୍ରଫି ଦ୍ୱିତୀୟ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା କ୍ରୀଡ଼ା ମହାକୁମ୍ଭ ସିଏମ୍‌ ଟ୍ରଫି ଆନ୍ତଃ କ୍ଳବ ଓ ଆନ୍ତଃ ଜିଲ୍ଲା ଫୁଟବଲ୍‌ ଚାମ୍ପିୟନସିପ୍‌ ୨୦୨୬ ଦ୍ୱିତୀୟ ସଂସ୍କରଣ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଦ୍ୱିତୀୟ ଦିବସ ଖେଳ ଅନୁଷ୍ଠିତ ହୋଇଯାଇଛି । ସକାଳ ଖେଳରେ ଟିଟିଲାଗଡ଼ ଏଫ୍‌ସି…
Read More...

ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମରେ ଆନ୍ତଃଜିଲ୍ଲା ସିଏମ୍ ଟ୍ରଫି

ରାଉରକେଲା, (ସସ୍ମିତା ପ୍ରଧାନ) : ବିର୍ସା ଛକ ଠାରେ ଥିବା ବିର୍ସା ମୁଣ୍ଡା ଆଥେଲେଟିକ୍ ଷ୍ଟାଡିୟମରେ ଶୁକ୍ରବାର ଦିନ ଉଦ୍‌ଘାଟିତ ହୋଇଯାଇଛି ୧୫ ବର୍ଷ ବୟସରୁ କମ୍ ଆନ୍ତଃଜିଲ୍ଲା ଫୁଟବଲ ପ୍ରତିଯୋଗିତା । ରାଉରକେଲା ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମରେ ଆୟୋଜିତ ଏହି ସିଏମ୍ ଟ୍ରଫି ଫୁଟବଲ୍…
Read More...

ବରଗଡ଼ ମହିଳା ସମିତି ପକ୍ଷରୁ ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳିତ

ସୁରକ୍ଷିତ ମାତୃତ୍ୱ ଏକ ମାନବିକ ଅଧିକାର ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ମହିଳା ସମିତି ପକ୍ଷରୁ ଆଜି ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳନ କରାଯାଇଥିଲା । ଉପଯୁକ୍ତ ପ୍ରସବ ପୂର୍ବ ଏବଂ ପ୍ରସବ ପରବର୍ତ୍ତୀ ଯତ୍ନ, ପୁଷ୍ଟିକର ଖାଦ୍ୟ ଏବଂ ନିରାପଦ ପ୍ରସବ ଅଭ୍ୟାସ ସମ୍ପର୍କରେ…
Read More...

ସିଏମ୍‌ ଟ୍ରଫି ଖୋ-ଖୋ ଉଦ୍‌ଘାଟିତ

ଭାଗନେଲେ ଖୋ-ଖୋ ଛାତ୍ରୀ ୬ ଦଳ ଓ ଖୋ-ଖୋ ଛାତ୍ର ୧୦ ଦଳ ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା କ୍ରୀଡ଼ା ମହାକୁମ୍ଭ ସିଏମ୍‌ ଟ୍ରଫି ଆନ୍ତଃ କ୍ଳବ ଓ ଆନ୍ତଃ ଜିଲ୍ଲା ଖୋ-ଖୋ ଚାମ୍ପିୟନସିପ୍‌ ୨୦୨୬ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା କ୍ରୀଡ଼ା…
Read More...