ବୈକୁଣ୍ଠ ଘାଟରେ ସଫେଇ କାର୍ଯ୍ୟକ୍ରମ

କୋଏଲନଗର, ଶକ୍ତିନଗର ଓ ଜଗଦା ଅଞ୍ଚଳରେ ବହୁ ସ୍ୱେଚ୍ଛାସେବୀ ମାନଙ୍କର ଯୋଗଦାନ ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୨୦ ସ୍ଥିତ ବୈକୁଣ୍ଠ ଘାଟରେ ସାମୁହିକ ସଫେଇ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ନିର୍ଦ୍ଦେଶ କ୍ରମେ
Read More...

ଏକାଡେମିକ ହାଇଟ୍ସ ପବ୍ଲିକ ସ୍କୁଲରେ ପଶ୍ଚିମ ଓଡ଼ିଶାର ନୃତ୍ୟ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏକାଡେମୀକ୍ ହାଇଟ୍ସ ପବ୍ଲିକ ସ୍କୁଲ ଏବଂ ବଚପନ୍ ପ୍ଲେ ସ୍କୁଲ୍‌ର ମିଳିତ ଆନୁକୂଲ୍ୟରେ ସହୋଦୟର ନୃତ୍ୟ ପ୍ରତିଯୋଗିତା ବିଷ୍ଣୁମୁଣ୍ଡା ସ୍ଥିତ ବଚପନ୍ ନଗରରେ ଅନଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ସହୋଦୟ ଅନ୍ତର୍ଭୁକ୍ତ ପଶ୍ଚିମ ଓଡ଼ିଶାର ୧୨ଟି ବିଦ୍ୟାଳୟ
Read More...

୨୩ତମ ଇସ୍କଫ ରାଜ୍ୟ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତିର ୨୩ତମ ରାଜ୍ୟ ସମ୍ମିଳନୀ ରାଉରକେଲା ସିଭିକ୍ ସେଣ୍ଟର୍ ଠାରେ ଉଦ୍‌ଘାଟିତ ହୋଇଯାଇଛି । ବିଶିଷ୍ଟ ସାହିତ୍ୟିକ ଭୂପେନ ମହାପାତ୍ର ଏହି ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ । ଡାଃ ପ୍ରଭାତ କୁମାର ମଲ୍ଲିକ ସ୍ଵାଗତ
Read More...

ବାଲ୍ମୀକି ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟ ଆୟୋଜିତ ବାଲ୍ମୀକି ଜୟନ୍ତୀ ସମାରୋହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମାନବବାଦର ମହାକାବ୍ୟ: ରାମାୟଣ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି
Read More...

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ ଉପଲକ୍ଷେ ସଚେତନତା ଶୋଭାଯାତ୍ରା ଓ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ଅକ୍ଟୋବର ୨୭ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନ ଓ
Read More...

“ବହୁଭାଷୀ ନାଟ୍ୟ ମହୋତ୍ସବ” ମଠଖାଇ ମହୋତ୍ସବ ଆସନ୍ତା ଡିସେମ୍ବର ୨୫ରୁ ୨୯

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ପତିତପାବନ ବିଦ୍ୟାଳୟ ଠାରେ ଭୂମିକା ଓ ମଠଖାଇ ମହୋତ୍ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ୧୭ତମ ମାଠଖାଇ ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସବୁ ବର୍ଷ ପରି ଏହି ବର୍ଷ ମଧ୍ୟ ପାଞ୍ଚ ଦିନ ଧରି ନାଟ୍ୟ ପ୍ରେମୀ ନାଟକ ଉପଭୋଗ କରିବେ
Read More...

ରାମପୁର କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ : ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ପଞ୍ଚମ ମାସିକ ବୈଠକ ସି.ଆର.ସି.ସି ପ୍ରଦୀପ୍ତ କିଶୋର ଦାଶଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିଲୋଚନ ବେହେରା
Read More...

ବ୍ରାହ୍ମଣୀପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ କୁମୁଦିନୀ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ
Read More...

ସହରରେ ମାଙ୍କଡ ଆତଙ୍କ : ଦୁର୍ଘଟଣା ବଢୁଛି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଙ୍ଗଲ କ୍ଷୟ, ଜଙ୍ଗଲ ନଷ୍ଟ, ଜଙ୍ଗଲରେ ନିଆଁ, ଜଙ୍ଗଲକୁ ଜବରଦଖଲ କରି ଘର, ଜମି ତିଆରି, ଗଛ କାଟିବା ପାଇଁ ବନ୍ୟ ଜନ୍ତୁ ଯଥା ହାତୀ, ମାଙ୍କଡ, ସରୀସୃପ, ବିଲୁଆ, ବର୍‌ହା, ମୟୂର,ଓ ଅନ୍ୟାନ୍ୟ ପଶୁପକ୍ଷୀମାନେ ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲରୁ ସହରକୁ ଦୃତ ଗତିରେ
Read More...

ଭଜମନ ଦାସ କଳା ପରିଷଦ ଉଦଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଶବ୍ଦନୃତ୍ୟର ଆଦ୍ୟ ପ୍ରଚାରକ ତଥା ୧୮୫୦ ମସିହା ପୂର୍ବରୁ ବିଭିନ୍ନ ଜିଲ୍ଲାରେ ଶବ୍ଦ ନୃତ୍ୟ ଶିକ୍ଷା ଦେଇଥିବା ଲୀଳା ଏବଂ ଶବ୍ଦ ନୃତ୍ୟର ବାବାଜୀ ଗୁରୁ ଭଜମନ ଦାସଙ୍କ ସ୍ମୃତିରେ ତାଙ୍କ ଜନ୍ମସ୍ଥାନ କୁଟାସିଂହାଠାରେ "ଭଜମନ ଦାସ କଳା ପରିଷଦ" ଉଦଘାଟିତ
Read More...