ଆଗଲପୁରରେ ନୂତନ ଦେଓ୍ଵାନୀ ଓ ଫୌଜଦାରୀ କୋର୍ଟ ଉଦଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ଠାରେ ନୂତନ ଦେଓ୍ଵାନୀ ଓ ଫୌଜଦାରୀ କୋର୍ଟ ଉଦଘାଟିତ ହୋଇଯାଇଛି । ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭିଡିଓ କନଫରେନ୍ସ ମାଧ୍ୟମରେ ଉଦଘାଟନ କରିଥିଲେ । ଉକ୍ତ ଉଦଘାଟନୀ ସମାରୋହରେ ବଲାଙ୍ଗିର ରେଜିଷ୍ଟ୍ରାର…
Read More...

ଗରିମା ପରିବାରର ଉତ୍କଳ ଦିବସ ପାଳନ ଆଗାମୀ ଏପ୍ରିଲ ୨ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଗରିମା ପରିବାରର ଅଷ୍ଟମ ଉତ୍କଳ ଦିବସ ପାଳନ ଆସନ୍ତା ଏପ୍ରିଲ ମାସ ୨ ତାରିଖ ଦିନ ସିଭିକ ସେଣ୍ଟର ଠାରେ ପାଳନ କରାଯିବ । ଏନେଇ ଅନୁଷ୍ଠାନ ତରଫରୁ ସେକ୍ଟର ୨ ସେହେନାଇ ମଣ୍ଡପ ଠାରେ ଆୟୋଜିତ ସାମ୍ବାଦିକ…
Read More...

ଟେମରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଇକମାଲ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର, ମୁଖ୍ୟବକ୍ତା ଶାନ୍ତନୁ…
Read More...

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ

କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ : ପ୍ରଦୀପ ପୁରୋହିତ ବରଗଡ, (ନିରୋଜ କୁମାର ପାଣୀ) : କେନ୍ଦୁପତ୍ର ତୋଳାଳିଙ୍କ ସମସ୍ୟା ସହ ବିଭିନ୍ନ ସମସ୍ୟାକୁ ନେଇ ନୂଆଦିଲ୍ଲୀ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । କେନ୍ଦୁପତ୍ର…
Read More...

ମାସନ୍ତ ରବିବାସରୀୟ ସଂଗୀତ ସଂଧ୍ୟା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାସର ଶେଷ ରବିବାର ଅବସରରେ ସ୍ଥାନୀୟ ମାଉସୀ ମନ୍ଦିରସ୍ଥିତ ସଂଗୀତ ବିଦ୍ୟାଳୟ ପଞ୍ଚମର ନୃତ୍ୟ ବିଭାଗ ମଣ୍ଡପରେ ମାସନ୍ତ ରବିବାସରୀୟ ସଙ୍ଗୀତ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଟ କଣ୍ଠଶିଳ୍ପୀ ମୁରଲୀ ଧାରି ପତିଙ୍କ ପ୍ରାରମ୍ଭ ସଙ୍ଗୀତ ପରିବେଷଣ କରିବା ପରେ…
Read More...

ସାଲେପାଲି ଠାରେ ରାମାୟଣ ପାରାୟଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶୁକ୍ରବାର ଦିନଠାରୁ ଦେଓଗାଁ ଅନ୍ତର୍ଗତ ସାଲେପାଲି ଗ୍ରାମଠାରେ ରାମାୟଣ ପାରାୟଣ ହେଉଛି । ମୁଖ୍ୟ ସେବକ ଭାବରେ ଭୁବନେଶ୍ୱର ସାମଲ ଏବଂ ତାଙ୍କର ଧର୍ମପତ୍ନୀ ଶ୍ରୀମତୀ କାଞ୍ଚନା ସାମଲ ଦାୟିତ୍ୱ ତୁୂାଉଥିବା ବେଳେ ପୁରାଣ ବ୍ୟାସ ଭାବରେ ପ୍ରଶାନ୍ତ ମିଶ୍ର ଅଛନ୍ତି ।…
Read More...

ଏପ୍ରିଲ ୫ରେ ୩୭ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ…
Read More...

ଉତ୍କଳ ଗୌରବ ମଧୁସୁଦନ ଦାସ ମେମୋରିଆଲ ହଲ୍‌ର ଉଦଘାଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୧ ଠାରେ ଥିବା ରାଉରକେଲା ଆଇନ ମହାବିଦ୍ୟାଳୟ ଠାରେ ନୂତନ ଉତ୍କଳ ଗୌରବ ମଧୁସୂଦନ ଦାସ ମେମୋରିଆଲ ହଲ୍‌ର ଶୁଭ ଉଦ୍‌ଘାଟନ କେନ୍ଦ୍ର ଆଦିବାସୀ ବ୍ୟାପାର କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମଙ୍କ କରକମଳରେ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ…
Read More...

ଏଆଇ ଏବଂ ଆଇଓଟି ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏଆଇ ଏବଂ ଆଇଓଟି ସମ୍ପର୍କିତ ଏକ କର୍ମଶାଳା ସେକ୍ଟର ୨୦ ସ୍ଥିତ ଏସ୍‌ଏସ୍‌ଆର୍‌ଭିଏମ୍ ପରିଚାଳିତ ଇସ୍ପାତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ନିର୍ଦ୍ଦେଶକ ଡ. ଗିରିଜା ଶଙ୍କର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
Read More...

‘ନାରୀ ସମ୍ମାନ ଆଜି ଓ ସବୁଦିନ’ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବାସନ୍ତୀ ପାଠାଗାର ତରଫରୁ ସ୍ୱତନ୍ତ୍ର ମାସିକ ସାହିତ୍ୟ ଆସରରେ ନାରୀ ସମ୍ମାନ ଆଜି ଓ ସବୁଦିନ ଆଲୋଚନା ଚକ୍ର ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାଂସ୍କୃତିକ ସମ୍ପାଦିକା କବିତା ଦାଶଙ୍କ ସଂଯୋଜନାରେ ଆୟୋଜିତ ଏହି…
Read More...