କୃଷ୍ଣ ଭକ୍ତ ବସନ୍ତ ବାରିକଙ୍କ ଶ୍ରଦ୍ଧାଞ୍ଜଳି ସଭା

ଭୋଗରାଇ, (କେପିଏନ୍‌ଏସ୍‌) : ଏକ ଶାନ୍ତିକାମୀ ସାମାଜ ପ୍ରତିଷ୍ଠାରେ କୌଣସି ରାଜନେତା ନୁହେଁ ବରଂ ପ୍ରତି ଗାଁ ଓ ସାହିରେ ଜଣେ ଜଣେ ମହାନ ବ୍ୟକ୍ତିତ୍ୱ ଜନ୍ମ ନିଅନ୍ତି । ତନ୍ମଧ୍ୟରୁ ସ୍ୱର୍ଗତ ବସନ୍ତ ବାରିକ ଅନ୍ୟତମ ବୋଲି ଆଜି ତାଙ୍କ ପରଲୋକର ତ୍ରୟୋଦଶ ଦିବସରେ ଅନୁଷ୍ଠିତ ହରିନାମ ସଂକୀର୍ତ୍ତନ
Read More...

ଦେଶରେ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି ଲାଗୁହେବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଏଣିକି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ନିୟୋଜିତ ସମସ୍ତ ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭାରତରେ ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ
Read More...

ରାଉରକେଲା ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟ ପକ୍ଷରୁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ ଉଦ୍‌ଘାଟିତ

ରାଉରକେଲା ସହରର ନଜର ରଖିବ ୨୨୦ ପୋଲିସ୍ ସିସିଟିଭି କ୍ୟାମେରା ରାଉରକେଲା, (ସସ୍ମିତା ପ୍ରଧାନ) : ସାର୍ବଜନୀନ ସୁରକ୍ଷା ବୃଦ୍ଧି ଓ ଟେକ୍ନୋଲୋଜି ଭିତ୍‌ତ୍ତିକ ପୋଲିସିଂକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ, ରାଉରକେଲା ପୋଲିସ ପକ୍ଷରୁ ଆଜି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଏକ ଇଣ୍ଟିଗ୍ରେଟେଡ
Read More...

ଜିଲ୍ଲାସ୍ତରୀୟ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ନିମନ୍ତେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : "ଭାରତର ଲୌହ ପୁରୁଷ” ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀକୁ ସାରା ରାଜ୍ୟରେ ସର୍ଦ୍ଦାର ଅ ୧୫୦ ଉତ୍ସବ ଭାବେ ଆୟୋଜନ କରିବେ । ବଲାଙ୍ଗିର ଜିଲ୍ଲାରେ ମହାଆଡମ୍ବର ସହକାରେ ପାଳନ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ
Read More...

ଟଳିଗଲା ବାତ୍ୟା : ପ୍ରସ୍ତୁତି ଅନେକ, ପ୍ରଭାବ ଶୂନ୍

ଜୟପାଟଣା, (ଶେଷଦେବ ବେହେରା) : ଆସନ୍ନ ବାତ୍ୟାକୁ ନଜରରେ ରଖି ପ୍ରଶାସନିକ ବ୍ୟବସ୍ଥାକୁ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ସମସ୍ତଙ୍କୁ ସଜାଗ କରି ଦିଆଯାଇଥିଲା । ପୂର୍ବରୁ ବନ୍ୟା ବିପତ୍ତି ଆଣୁଥିବା ନଦୀକୂଳିଆ ଗାଁମାନଙ୍କରେ ଲୋକଙ୍କୁ ସତର୍କ କରାଇବା ସହିତ ଅସ୍ଥାୟୀ ଶିବିରମାନ ଆୟୋଜିତ
Read More...

ହାତୀପଲଙ୍କ ଉପଦ୍ରବ, ନଷ୍ଟ କଲେ ଫସଲ

ମୁନିଗୁଡ଼ା, (ରମାକାନ୍ତ ପଡାଲ) : ମୁନିଗୁଡା ରେଞ୍ଜର ବିଭିନ୍ନ ଗାଁମାନଙ୍କରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଜଙ୍ଗଲ ଛାଡ଼ି ଏବେ ଜନବସତି ମୁହାଁ ହେଉଛନ୍ତି ହାତୀ । ମୁନିଗୁଡା ରେଞ୍ଜ ଅମ୍ବାଦଳା ସେକ୍ସନର ପିଡେଲପଦର, ଉମ୍ୱେର, ଖଲିଆଗୁଡ଼ା, କିଞ୍ଜିଲୁଆ, ନାନିବୁଟି, ଟିକରପଡା ଆଦି
Read More...

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିବସ ପାଳନ ଅବସରରେ ରଚନା ଓ ବକ୍‌କ୍ତକ୍ତୃତା ପ୍ରତିଯୋଗିତା
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ଉପସଭାପତି ଅଜୟ କୁମାର ପ୍ରଧାନଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର
Read More...

ଆମ ପୁଲିସର ସାଇବର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନା ଆମ ପୁଲିସ ତରଫରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଇନ୍ସପେକ୍ଟର ଦେଜାଲିନ୍ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସର ମୁଖ୍ୟ ଡ. ସୁମନ ଦତ୍ତ ସ୍ୱାଗତ ଭାଷଣ ସହ ସାଇବର
Read More...

ରୋଟାରୀ କ୍ଲବର ପଥ ପଦର୍ଶକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ରାଉରକେଲା କୁଇନ୍ସ ଓ କ୍ୟାରିୟର ମ୍ୟାପ୍‌ର ମିଳିତ ଆନୁକୂଲ୍ୟରେ ପଥ ପଦର୍ଶକ (ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସହ ଛାତ୍ର ଛାତ୍ରୀଙ୍କ ଭାବ ବିନିମୟ) କାର୍ଯ୍ୟକ୍ରମ ସେକ୍ଟର ୧୮ ସ୍ଥିତ ଉପହାର ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି ।
Read More...