୧୩ ଗୁଣ ବଢିଛି ଓଡ଼ିଶାକୁ ରେଳବାଇ ବ୍ୟୟବରାଦ : ରେଳମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ବିଗତ କିଛି ବର୍ଷ ମଧ୍ୟରେ ରେଳ ବଜେଟରେ ଓଡ଼ିଶାକୁ ଦିଆଯାଇଥିବା ବ୍ୟୟବରାଦ ଉଲ୍ଲେଖନୀୟଭାବେ ବୃଦ୍ଧି ପାଇଛି। ୨୦୦୯ରୁ ୨୦୧୪ ମଧ୍ୟରେ ଏହା ବାର୍ଷିକ ହାରାହାରି ୮୩୮ କୋଟି ଟଙ୍କା ଥିବାବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ଏହା ପ୍ରାୟ ୧୩ ଗୁଣ ବୃଦ୍ଧି ପାଇ ୧୦,୫୯୯ କୋଟି!-->…
Read More...
Read More...