ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳର ନେତ୍ରୀ ନିରୁପମା ମାଝିଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି ।
Read More...

ଅନ୍ତର୍ଜାତୀୟ ମହିଳା ଦିବସରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ନୂଆ ଟାଉନହଲ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଥମ ଦିନରେ ସକାଳ ୬.୩୦ ବେଳେ ଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ,
Read More...

ପୂର୍ବ ଶତ୍ରୁତାକୁ ନେଇ କାଜୁ ବଗିଚାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ

କେସିଙ୍ଗା, (ପ୍ରୀତେଶ ପଟେଲ) : ହୁ ହୁ ହୋଇ ଜଳିଗଲା କାଜୁ ବଗିଚା । ନିଆଁ ଲିଭାଇଲା ଦମକଳ ବାହିନୀ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପରେଲସିଙ୍ଗା ପଞ୍ଚାୟତର ବାହାଦୁରପିଟା ଗ୍ରାମର ତେଜରାଜ୍ ନାଏକଙ୍କ କାଜୁ ବଗିଚାରେ କେହି ଦୃର୍ବୁତ୍ତ ନିଆଁ ଲଗାଇ ଦେଇଥିବା କେସିଙ୍ଗା
Read More...

୮ମ ଜିଲ୍ଲା ପରିଷଦ ବୈଠକରେ ବିଜେପି ଓ ବିଜେଡ଼ି ମଧ୍ୟରେ ମତ-ମତାନ୍ତରକୁ ନେଇ ତୀବ୍ର ହଟ୍ଟଗୋଳ, ଗୃହରେ ହୋ-ହାଲା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପରିଷଦର ୮ମ ବୈଠକ ଜିଲ୍ଲା ପରିଷଦ ଭବନର ଋଷିକୂଲ୍ୟା ସମ୍ମିଳନୀ ଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଜେପି ଓ ବିଜେଡ଼ି ମଧ୍ୟରେ ମତ ମତାନ୍ତରକୁ ନେଇ ଗୃହରେ ତୀବ୍ର ହଟ୍ଟଗୋଳ, କକ୍ଷତ୍ୟାଗ, ମଧ୍ୟରେ ବିରୋଧୀ ଗୋଷ୍ଠୀଙ୍କ ତରଫରୁ
Read More...

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଠିକାଦାର ସଂଘର ଦାବିପତ୍ର ପ୍ରଦାନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । କାର୍ଯ୍ୟ ବିଭାଗର ତା ୦୩.୦୧.୨୦୨୬ ସର୍କୁଲାର ନଂ
Read More...

ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ରରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସହରର ପ୍ରତିଷ୍ଠିତ ମହିଳା ଅନୁଷ୍ଠାନ ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ‘ସୁବର୍ଣ୍ଣା’ ର ସମ୍ମିଳନୀ କକ୍ଷରେ ମୁଖ୍ୟ ଅତିଥି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଯାଇଛି ।
Read More...

ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଠାରେ ଛତ୍ରପୁର ନୂତନ ସାଇବର ଥାନା ଉଦଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁର ଠାରେ ନୂତନ ସାଇବର ଥାନା ଏବଂ ଅର୍ଥନୈତିକ ଅପରାଧ ଜିଲ୍ଲା ସେଲ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଆଇ.ଜି. ନିତି ଶେଖର (ବ୍ରହ୍ମପୁର) ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ
Read More...

ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ମହିଳାମାନଙ୍କ ମଧ୍ୟରେ ଶାରୀରିକ ଓ ମାନସିକ ସୁସ୍ଥତା ଜାଗ୍ରତ କରିବା ଉଦ୍ଦେଶ୍ୟ ନେଇ ‘ଶକ୍ତି ସ୍ୱରୂପିଣୀ’ ଥିମରେ ଆଜିର
Read More...

ଆଗଲପୁର ନୂତନ ଥାନା ଗୃହ ଉଦଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା)ବ୍ଲକ ଆଗଲପୁର ଠାରେ ନବନିର୍ମିତ ଥାନା ଗୃହ ତା-୬-୩-୨୬ ଶୁକ୍ରବାର ଉଦଘାଟିତ ହୋଇଯାଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭର୍ଚୁଆଲ ଜରିଆରେ ଉଦଘାଟନ କରିଥିଲେ ।
Read More...

ମାଲ ପରିବହନରେ ବୃଦ୍ଧି : ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

ଗତ ବର୍ଷ ତୁଳନାରେ ଫେବୃଆରୀରେ ରେଳ ମାଲ ପରିବହନରେ ପ୍ରାୟ ୪% ବୃଦ୍ଧି୧୧ ମାସରେ ରେଳ ମାଲ ପରିବହନ ୧୫୦୩.୮ ମେଟ୍ରିକ ଟନ; ରାଜସ୍ୱ ୧.୬୧ ଲକ୍ଷ କୋଟି ନୂଆଦିଲ୍ଲୀ, (ପିଆଇବି) : କୋଇଲା, ଇସ୍ପାତ, ସାର, ସିମେଣ୍ଟ, ଖାଦ୍ୟଶସ୍ୟ ଏବଂ କଣ୍ଟେନର ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଦକ୍ଷ ପରିବହନ
Read More...