ଗର୍ଭବତୀ ମହିଳାଙ୍କୁ ରକ୍ତଦାନ କରିଲେ ସମାଜସେବୀକା ଭାସ୍ଵତି ପଣ୍ଡା

ବାରିପଦା, (ଦେବସ୍ମିତ ଚୌଧୁରୀ) : ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲରେ ବଡ଼ସାହିର ସରସ୍ଵତୀ ସିଂ ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଥିବା ସମୟରେ ଜରୁରୀ କାଳୀନ ରକ୍ତର ଆବଶ୍ୟକ ହେବାରୁ ରୋଗୀଙ୍କ ଘର ଲୋକେ ବାରିପଦାର ନାରାୟଣ ସେବା ଟ୍ରଷ୍ଟକୁ ଯୋଗାଯୋଗ କରିଥିଲେ । ଖବର ପାଇ ନାରାୟଣ ସେବା
Read More...

ଦୀର୍ଘ ବର୍ଷର ପରିଶ୍ରମର ଫଳ ପାଇଲେ ଭାନୁପ୍ରତାପ : ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଦୀର୍ଘ ୩୦/୩୫ ବର୍ଷ ଧରି ରାଇଫଲ ଚାଳନା ପ୍ରତିଯୋଗିତା ପାଇଁ ଅଭ୍ୟାସ କରିବା ସହ ବିଭନ୍ନ ସମୟରେ ବିଫଳ ହୋଇ ଶେଷରେ ସଫଳତାର ସ୍ୱାଦ ଚାଖିଲେ ଭାନୁପ୍ରତାପ ଭଞ୍ଜଦେଓ । ତାଳଚେର ଠାରେ ଅନୁଷ୍ଠିତ ଅନୁଗୁଳ ଜିଲ୍ଲା ରାଇଫଲ ଏସୋସିଏସନ ଆନୁକୂଲ୍ୟରେ ଆୟୋଜିତ ୬୦ ତମ
Read More...

୭ମ ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ : ୨୦ ନଭେମ୍ବର ସୁଦ୍ଧା ପଞ୍ଜିକରଣ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡେଭେଲପମେଣ୍ଟ ଫାଉଣ୍ଡେସନ ଆନୁକୂଲ୍ୟରେ ୭ମ ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଡିସେମ୍ବର ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବ । ଜାତୀୟ ସ୍ତରୀୟ ଏହି ପ୍ରତିଯୋଗିତାରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଦୁଇଟି
Read More...

ରାଷ୍ଟ୍ରୀୟ ପୋଷଣ ମାସ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହିଳା ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ରାଷ୍ଟ୍ରୀୟ ପୋଷଣ ମାସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡଃ. ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ବିଭୁତି ଭୂଷଣ ସାହୁ, ଡଃ.
Read More...

ଜ୍ଞାନ ବିକାଶ କେନ୍ଦ୍ର ଦ୍ୱାରା ଶାସ୍ତ୍ରୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜେଲ ରୋଡ ସ୍ଥିତ ପଦ୍ମାବତୀ ମେମୋରିଆଲ ହଲ୍ ଠାରେ ସାହିତ୍ୟ ଅନୁଷ୍ଠାନ ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ର ତରଫରୁ ଶାସ୍ତ୍ରୀ ଜୟନ୍ତୀ ପାଳନ ହୋଇଯାଇଛି । ସଭାପତି ଡ. ଉମାକାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତା, ସମ୍ପାଦକ ସୁବାସ ଲେଙ୍କାଙ୍କ ଆବାହକତ୍ୱରେ ଆୟୋଜିତ
Read More...

୨୫ ତମ ମୁକ୍ତମଞ୍ଚ ନାଟକ ମହୋତ୍ସବ ସମ୍ପନ୍ନ

ଶ୍ରେଷ୍ଠ ପ୍ରାୟୋଜିତ ନାଟକ ତୋ କଥା ଭାରି ମନେ ପଡେ, ଶ୍ରେଷ୍ଠ ନିର୍ଦ୍ଦେଶକ ଗଙ୍ଗାଧର ରାଉତ, ଶ୍ରେଷ୍ଠ ଅଭିନେତା ଶୁଭେନ୍ଦୁ ସାମଲ ଓ ଶ୍ରେଷ୍ଠ ଅଭିନେତ୍ରୀ ମଧୁମିତା ମହାନନ୍ଦ ସମ୍ବର୍ଦ୍ଧିତ ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ପଦ୍ମବର୍ଣ୍ଣା ସାଂସ୍କୃତିକ ସଂଗଠନର ରୌପ୍ୟ ଜୟନ୍ତୀ
Read More...

ସାଗରିକା ପ୍ରିୟଦର୍ଶିନୀଙ୍କ ପୁସ୍ତକ ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ସାହିତ୍ୟ ସଂସଦ ଆନୁକୂଲ୍ୟରେ ସୁଶ୍ରୀ ସାଗରିକା ପ୍ରିୟଦର୍ଶିନୀଙ୍କ ରଚିତ ୩ ଖଣ୍ଡ ଇଂରାଜୀ ପୁସ୍ତକ ରାଉରକେଲା କ୍ଲବ ଠାରେ ଉନ୍ମୋଚିତ ହୋଇଯାଇଛି । ସଂସଦର ସଭାପତି ପ୍ରାକ୍ତନ ପ୍ରଶାସକ ମହେନ୍ଦ୍ର କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତା, ସମ୍ପାଦକ ରାଜୀବ
Read More...

୧୧୮ ତମ ସାମୁହିକ ଜନ୍ମଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତର ପୂର୍ବତନ ରାଷ୍ଟ୍ରପତି ଡ଼. ଏ. ପି. ଜେ. ଅବଦୁଲ କଲାମଙ୍କ ୯୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସାମାଜିକ ସଂଗଠନ ଅନ୍ୱେଷା ଓ ସହଯୋଗୀ ସଂସ୍ଥା ରାଉରକେଲା ସିଟି ରାଉଣ୍ଡ ଟେବୁଲ ଓ ରାଉରକେଲା ସିଟି ଲେଡିସ ସର୍କଲର ମିଳିତ ଆନୁକୂଲ୍ୟରେ ଟିମ୍ବର କଲୋନୀ ସ୍ଥିତ
Read More...

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲାପେନସନ୍‌ଭୋଗୀଙ୍କ ଟି. ଆଇରେ ମଧ୍ୟ ବୃଦ୍ଧି ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି । ଏହା
Read More...

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୂରୀ) : ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ,
Read More...