ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଜାତୀୟ ଯୁବଦିବସ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଜାତୀୟ ଯୁବଦିବସ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ବନ୍ଦେ ମାତରମ୍‌ ସଂଗୀତର ୧୫୦ତମ ବାର୍ଷିକୀ ଉପଲକ୍ଷେ ସାମୂହିକ ଗାନ ଆୟୋଜନ କରାଯାଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ
Read More...

ଘୁନସର ଯୁକ୍ତ ଦୁଇ କଲେଜରେ ବାର୍ଷିକ କ୍ରୀଡା ଉଦଯାପିତ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଘୁନସର ଯୁକ୍ତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉତ୍ସାହ ଓ ଆନନ୍ଦର ସହ ଉଦଯାପିତ ହୋଇଯାଇଛି । ଏହି କ୍ରୀଡା କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡା
Read More...

ନିର୍ଝରିଣୀ ତରଫରୁ ବନ୍ଦେ ମାତରମ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ସ୍ଥାନୀୟ ସିଗନାଲ ପଡାରେ ନିଆରା ସମ୍ପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ମାଧ୍ୟମରେ ଜାତୀୟ ଯୁବ ଦିବସ ଓ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ ହୋଇଥିଲା । ଅନୁଷ୍ଠାନର
Read More...

ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ବାଜି ମାରିଲେ ବୌଦ୍ଧର ସୁନାଝିଅ ଟେନିଶା

ବୌଦ୍ଧ, (ବଂଶୀଧର ମାଝୀ) : ଭାରତ ସରକାରଙ୍କ ଦ୍ୱାରା ୬୯ ତମ ୧୭ ବର୍ଷରୁ କମ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତା - ୨୦୨୬ ଜାନୁଆରୀ ୬ ରୁ ୧୦ ତାରିଖ ପର୍ଯ୍ୟନ୍ତ ଝାରଖଣ୍ଡର ରାଞ୍ଚିରେ ଆୟୋଜିତ ହୋଇଥିଲା । ଏହି ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶା ଦଳରେ ବୌଦ୍ଧ ଜିଲ୍ଲାର ଟେନିଶା ମେହେର ଭାଗ ନେବା
Read More...

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉନ୍ନୟନ କମିଶନର ଦେଓରଂଜନ କୁମାର ସିଂ

ନୂଆପଡା, (ସନ୍ତୋଷ ପଟ୍ଟନାୟକ) : ନୂଆପଡା ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟ ସବୁର ସମୀକ୍ଷା କରିବା ପାଇଁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂ ନୂଆପଡା ଜିଲ୍ଲା ଗସ୍ତ କରିଥିଲେ । ସ୍ଥାନୀୟ ଗୋତମା
Read More...

ବିଜେପି ବୋରିଆ ମଣ୍ଡଳ ତରଫରୁ ରକ୍ତଦାନ ଶିବିର

କେସିଙ୍ଗା, (ପ୍ରୀତେଶ ପଟେଲ) : ରକ୍ତ ଦାନ ମହତ୍ ଦାନ । କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଶିରୋଲ ଗ୍ରାମରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ରାଷ୍ଟ୍ରୀୟ ଯୁବଦିବସରେ ଶିରୋଲ ପଞ୍ଚାୟତ ସ୍ଥିତ କଲ୍ୟାଣ ମଣ୍ଡପଠାରେ ଭାରତୀୟ ଜନତା ଯୁବମୋର୍ଚ୍ଚା ବୋରିଆ ମଣ୍ଡଳ ତରଫରୁ ରକ୍ତଦାନ ଶିବିର
Read More...

ବିଜମରା ଉଚ୍ଚ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିଜମରା ଉଚ୍ଚ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଭାରତ ସରକାରଙ୍କ ନୂତନ ଶିକ୍ଷାନୀତି ଶିକ୍ଷାର ମାନ ବୃଦ୍ଧି ପାଇଁ ଏକ ସୁନ୍ଦର ପ୍ରୟାସ । ସମଗ୍ର ଭାରତ ବର୍ଷରେ ୧୪ହଜାର ୫ ଶହ ସ୍କୁଲକୁ ପିଏମଶ୍ରୀ ମାନ୍ୟତା ଦିଆଯାଇଥିବା ପ୍ରଶଂସା ଯୋଗ୍ୟ । କଳାହାଣ୍ଡି
Read More...

କଣ୍ଟାବାଞ୍ଜିରେ ମାଟିର ମହୋତ୍ସବ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ମାଟିର ମହୋତ୍ସବ ୩ ଦିନ ଧରି ଚାଲିଥିବା କଣ୍ଟାବାଞ୍ଜି ମାଟିର ମହୋତ୍ସବ ଉଦଯାପିତ ହୋଇଯାଇଛି । କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟିର ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଚାଉଳ ଚୋରି ଅଭିଯୋଗ : ଖଡ଼ିଆଳ ଥାନାରେ ମାମଲା ରୁଜୁ, ୩ ଅଭିଯୁକ୍ତ ଗିରଫ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନାରେ ଏକ ଚାଉଳ ଚୋରି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ରାୟପୁର ନିବାସୀ ଗୋବିନ୍ଦ ପ୍ରସାଦ ଜିନ୍ଦଲଙ୍କ ଟ୍ରାନ୍ସପୋର୍ଟ ସଂସ୍ଥାର ଏକ ଟ୍ରକରୁ ଚାଉଳ ଚୋରି ହୋଇଥିବା ନେଇ ଅଭିଯୋଗ ଆସିଥିଲା । ୩୦ ଡିସେମ୍ବରରେ ଟ୍ରକ ନମ୍ବର ସିଜି
Read More...

‘ନୂଆଦିଲ୍ଲୀ ବିଶ୍ୱ ପୁସ୍ତକ ମେଳା – ୨୦୨୬’ରେ ‘କୁଦୋପାଲି’ର ବୀରତ୍ୱ ଗାଥାକୁ ପ୍ରାଧାନ୍ୟ

ସ୍ପାନିସ ସମେତ ୧୩ଟି ଭାଷାରେ ପ୍ରକାଶିତ କୁଦୋପାଲି ପୁସ୍ତକ ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ - ଧର୍ମେନ୍ଦ୍ର ପ୍ରଧାନକାତାରର ସଂସ୍କୃତି ମନ୍ତ୍ରୀ ଏଆର ବିନ ହାମଦ ବିନ ଜାସିମ ବିନ ହାମଦ ଅଲ୍ ଥାନି ଏବଂ ସ୍ପେନର ସଂସ୍କୃତି ମନ୍ତ୍ରଣାଳୟର ଡାରେକ୍ଟର ଜେନେରାଲ ଅଫ୍ ବୁକ୍ସ
Read More...