ମୋବାଇଲ୍ ରିଚାର୍ଜ ଟଙ୍କାକୁ ନେଇ ନାବାଳକଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ
ବଲାଙ୍ଗିର, (ଯୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କୁଲିଆଦରୋ ଗାଁରେ ଘଟିଛି ଏକ ଦୁଃଖଦ ଘଟଣା । ମୋବାଇଲ୍ ରିଚାର୍ଜ ପାଇଁ ଟଙ୍କା ମାଗିବା ପରେ ଜଣେ ୧୪ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ନାବାଳକ ହେଉଛନ୍ତି କୁଲିଆଦରୋ ଗାଁ!-->…
Read More...
Read More...