ମାରିଆଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ : ନରୱେର ନୋବେଲ କମିଟି ଗତ ଶୁକ୍ରବାର ଦିନ ୨୦୨୫ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରିଥିବା ବେଳେ ଭେନେଜୁଏଲାର ଲୋକଙ୍କ ପାଇଁ ଗଣତାନ୍ତ୍ରିକ ଅଧିକାରକୁ ପ୍ରୋତ୍ସାହିତ କରିବା ଏବଂ ଏକଚ୍ଛତ୍ରବାଦରୁ ଗଣତନ୍ତ୍ରକୁ ଶାନ୍ତିପୂର୍ଣ୍ଣ ପରିବର୍ତ୍ତନ ହାସଲ କରିବା ପାଇଁ
Read More...

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ପଂଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଏସ୍‌ଏସ୍‌ଓ ସୁଶାନ୍ତ ମହାକୁରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ଗଞ୍ଜାମ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଗୃହରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ପାଳିତ
Read More...

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ବ୍ଲକ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ପ୍ରମୁଖ ଯୋଗଦେଇ ପ୍ରଥମେ ନାଗରିକ ମାନଙ୍କୁ
Read More...

ଛତ୍ରପୁର ବଡ଼ବଜାର ଗଜଲକ୍ଷ୍ମୀଙ୍କ ପୂଜା ଉଦ୍‌ଯାପିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବଡ଼ବଜାର ବଣିକ ସଂଘ ଆନୁକୂଲ୍ୟରେ ଧନଧାତ୍ରୀ ମା' ଗଜଲକ୍ଷ୍ମୀଙ୍କ ପୂଜା ପାର୍ବଣ ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ଦୈନିକ ସନ୍ଧ୍ୟା ବେଳେ ମା' ଗଜଲକ୍ଷ୍ମୀଙ୍କ ଆରତୀ, ବନ୍ଦାପନା ଓ ଦର୍ଶନ ପାଇଁ ଶହସ୍ରାଧିକ ମହିଳା ଗୋଷ୍ଠୀ
Read More...

ନୂତନ ଫର୍ମାଟ ସହ ଜାତୀୟ ଟେଲିଭିଜନକୁ ଫେରୁଛି ଭାରତର କାଳଜୟୀ ମହାକାବ୍ୟ ମହାଭାରତ

ମହାଭାରତର ପୁନଃ-ପରିକଳ୍ପନା କରିବା ପାଇଁ ପ୍ରସାର ଭାରତୀ ଓ କଲେକ୍ଟିଭ୍ ମିଡିଆ ନେଟୱାର୍କର ନୂଆ ପଦକ୍ଷେପ ନୂଆଦିଲ୍ଲୀ, (ପିଆଇବି) : କଲେକ୍ଟିଭ୍ ମିଡିଆ ନେଟୱାର୍କ ଏଆଇ ମାଧ୍ୟମରେ ଭାରତର ସବୁଠାରୁ ପ୍ରସିଦ୍ଧ ମହାକାବ୍ୟ, ମହାଭାରତର ଏକ ଅଭୂତପୂର୍ବ ପୁନଃ-ପରିକଳ୍ପନା ଘୋଷଣା କରିଛି । ଏହି
Read More...

ଅକ୍ଟୋବର ୧୧ରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ନୂଆଦିଲ୍ଲୀଠାରେ, ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗଦେବେ…

କୃଷି ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ୪୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ ଓ ଯୋଜନା ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ୨୪,୦୦୦ କୋଟି ଟଙ୍କା ବ୍ୟୟବରାଦରେ ‘ପ୍ରଧାନମନ୍ତ୍ରୀ ଧନ ଧନ୍ୟ କୃଷି ଯୋଜନା’ର ଶୁଭାରମ୍ଭ କରିବେଏହି ଯୋଜନା ୧୦୦ଟି ଜିଲ୍ଲାରେ କୃଷି କ୍ଷେତ୍ରକୁ ବ୍ୟାପକ ପରିବର୍ତ୍ତନ
Read More...

ଡେଲାଙ୍ଗ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ୮ତମ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ପାଳନ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଡେଲାଙ୍ଗ ବ୍ଲକ ସିଡିପିଓ ଜାପାନୀ ମିତ୍ରଙ୍କ
Read More...

ଶଙ୍କର ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ବିଶ୍ଵ ନେତ୍ର ସ୍ୱଚ୍ଛତା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଶଙ୍କର ଚକ୍ଷୁ ଚିକିତ୍ସାଳୟ ସମରଝୋଳ (ହିଞ୍ଜିଳିକାଟୁ) ଆନୁକୂଲ୍ୟରେ ବିଶ୍ଵ ନେତ୍ର ସ୍ୱଚ୍ଛତା ଦିବସ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଆୟୋଜିତ ଏକ ରାଲିକୁ ଗୁରୁବାର ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ସବୁଜ
Read More...

ରାମଚଣ୍ଡୀ ଶକ୍ତିପୀଠରେ ଚାମୁଣ୍ଡା କ୍ଲବର ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପକଣ୍ଠସ୍ଥ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମ ପଞ୍ଚାୟତର ନୀଳାଦ୍ରିପୁରଠାରେ ପ୍ରତିଷ୍ଠିତ ମା' ରାମଚଣ୍ଡୀ ଶକ୍ତିପୀଠରେ ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବୁରୁଡି ଅଞ୍ଚଳର ମା' ଚାମୁଣ୍ଡା କ୍ଲବ ଗ୍ରୀନ ପିସ ଭିଲେଜ
Read More...