ଇଣ୍ଟାକ ବଲାଙ୍ଗିର ଶାଖା ତରଫରୁ ବିଦ୍ୟାଳୟ ସ୍ଥରୀୟ ଜାତୀୟ ହେରିଟେଜ କ୍ୱିଜ ଆୟୋଜିତ
ବଲାଙ୍ଗିର, (କେପିଏନ୍ଏସ୍) : ଇଣ୍ଟାକ ବଲାଙ୍ଗିର ଶାଖା ତରଫରୁ ତାରିଖ ୩୦ ଅଗଷ୍ଟ ଦିନ ସ୍ଥାନୀୟ ପିଏମଶ୍ରୀ ପୃଥ୍ୱୀରାଜ ହାଇସ୍କୁଲ୍ ଠାରେ ଜିଲ୍ଲା ବିଦ୍ୟାଳୟସ୍ଥରୀୟ "ଜାତୀୟ ହେରିଟେଜ କ୍ୱିଜ" ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବଲାଙ୍ଗିରର ୯ଟି ସ୍କୁଲରୁ ୭୨ ଜଣ ଛାତ୍ରଛାତ୍ରୀ!-->…
Read More...
Read More...