ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ସାଧାରଣ ସଭା ସ୍ଥାନୀୟ ଶ୍ରୀନୃସିଂହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇ ସମ୍ବିଧାନ ସଂଶୋଧନ ସହିତ ନୂତନ କର୍ମକର୍ତ୍ତା ସର୍ବ ସମ୍ମତି କ୍ରମେ ମନୋନୟନ କରାଯାଇ କମିଟି ଗଠନ କରାଯାଇଛି । ନୂତନ ଭାବେ ଉପଦେଷ୍ଟା ମଣ୍ଡଳୀରେ
Read More...

ବଙ୍ଗୋମୁଣ୍ଡା ବ୍ଲକର କୃଷକ ସାଥିମାନଙ୍କୁ ପରିଚୟ ପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ଅଧିନସ୍ଥ ବଙ୍ଗୋମୁଣ୍ଡା କୃଷି କାର୍ଯ୍ୟାଲୟ ଠାରେ ବଙ୍ଗୋମୁଣ୍ଡା ବ୍ଲକର କୃଷକ ସାଥିମାନଙ୍କୁ ପରିଚୟ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା
Read More...

ଦେଓଗାଁ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସଭା କକ୍ଷରେ ଶୁକ୍ରବାର ଦିନ ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ଦେଓଗାଁ ବିଡ଼ିଓ ପ୍ରିୟରଞ୍ଜନ କୁମ୍ଭାର, ଏବିଡିଓ ପୁଷ୍ପାଞ୍ଜଳି ନାୟକ, ଜିପିଇଓ ସେନାପତି
Read More...

କୁଡ଼ାସିଂହାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବୁଢାଡ଼ଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଇଂରାଜୀ ଅଧ୍ୟାପକ ଅକ୍ଷୟ ଚୌଧୁରୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଅର୍ଥନୀତି ଅଧ୍ୟାପକ ନରେଶ ମିଶ୍ର
Read More...

ଦେଓଗାଁ ଗଜଲକ୍ଷ୍ମୀ ପୂଜା ଓ ନାମଯଜ୍ଞ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସଦର ପଞ୍ଚାୟତ କଛାରପାଲି ଅନ୍ତର୍ଗତ ସାହୁପଡ଼ା ପ୍ରଗତି ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ଗଜଲକ୍ଷ୍ମୀ ପୂଜା ଏବଂ ନାମଯଜ୍ଞ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି । ସୋମବାର ଦିନରୁ ଆରମ୍ଭ ହୋଇଥିବା ଗଜଲକ୍ଷ୍ମୀ ପୂଜା ଅବସରରେ ସ୍ଥାନୀୟ ଜଗନ୍ନାଥ
Read More...

ବାଲ୍ମିକୀ ଜୟନ୍ତୀ ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ମାଧବ ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାହିତ୍ୟ ଆସରରେ ବାଲ୍ମିକୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସୋନାଲି ମହାନନ୍ଦଙ୍କ ସଂଯୋଜନାରେ
Read More...

ମାଲପଡ଼ା ବିଦ୍ୟାଳୟରେ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଶୁକ୍ରବାର ମାଳପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମାଳପଡ଼ା ବିଦ୍ୟାଳୟ ପ୍ରଧାନଶିକ୍ଷକ ରାଜେନ୍ଦ୍ର ପାତ୍ରଙ୍କ
Read More...

ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି-୨୫ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ସଦର ମହକୁମା ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଳଷ୍ଟରସ୍ତରୀୟ ସୁରଭି- ୨୫ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ
Read More...

ଡୁଡୁକିଝରିଆ କପ୍ : ଡୁଡୁକିଝରିଆକୁ ହରାଇ ପାଇକମାଲ ଚମ୍ପିୟାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠ ପଞ୍ଚାୟତ ଡୁଡୁକିଝରିଆ ଖେଳପଡିଆରେ ଚାଲିଥିବା ୧୨ତମ ଡୁଡୁକିଝରିଆ କପରେ ଶୁକ୍ରବାର ଡୁଡୁକିଝରିଆକୁ ହରାଇ ପାଇକମାଲ ଚମ୍ପିୟାନ ହୋଇଛି । ଡୁଡୁକିଝରିଆ ପ୍ରଥମ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ୭୧
Read More...

ଲୋଇସିଂହାରେ ଅନ୍ତଃରାଷ୍ଟ୍ରୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ କନଫରେନ୍ସ ହଲ ଠାରେ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଛି । ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଅକ୍ଷୟ ପାଣିଉଡୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି
Read More...