କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା
ଏସ.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ!-->…
Read More...
Read More...