୭ମ ରାଜେନ୍ଦ୍ର ନଗର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ

-୧୬ ଦଳ ମଧ୍ୟରେ ହେବ ବିଜୟୀ ଦୌଡ଼ ତୁରେକେଲା, (ପିତାମ୍ବର ଦୀପ) : ରାଜେନ୍ଦ୍ର ନଗର ଫୁଟବଲ୍ କ୍ଲବ୍ ଦ୍ୱାରା ଆୟୋଜିତ ସପ୍ତମ ରାଜେନ୍ଦ୍ର ନଗର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଛନ୍ତି । ଉଦ୍ଘାଟନୀ ସମାରୋହରେ ସମାଜସେବୀ ଓ
Read More...

ସର୍ବଭାରତୀୟ ଟି – ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନ

-ଭୁବନେଶ୍ୱର ଓ ରାଉରକେଲା ବିଜୟୀ ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ପ୍ରଫୁଲ୍ଲନଗର ସ୍ଥିତ ଲେଟ କଟ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସର୍ବଭାରତୀୟ ଟି - ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନର ୧ମ ମ୍ୟାଚରେ ଟି ସି ସି, ଭୁବନେଶ୍ୱର ୫ ଉଇକେଟରେ ବାରିପଦାର ଡି ଆର କେ
Read More...

ନଟରାଜ କଳା ପରିଷଦ ଦ୍ୱାରା ନାଟକ ମହୋତ୍ସବ

୧୨ ରୁ ୧୪ ଯାଏଁ କୋଶଳ କଳାମଣ୍ଡଳ ଦୁଲୁକିବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଟରାଜ କଳା ପରିଷଦ ଦ୍ୱାରା ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସାଂସ୍କୃତିକ, କଳା ଏବଂ ପୁରୁଣା ଲୋକକଥାକୁ ନେଇ ନାଟକ ୩ ଦିନ ଧରି ପୁରୁଣା ମଂଚରେ ଆୟୋଜିତ ହେବ । ୧୨ ଡିସେମ୍ବର ଶୁକ୍ରବାର ୧୪ ଡିସେମ୍ବର ରବିବାର
Read More...

ତୃତୀୟ ଦିବସରେ କୁଚବେହାର ଟ୍ରଫି କ୍ରିକେଟ

-ଓଡିଶା ବନାମ କର୍ଣ୍ଣାଟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ ବେହାର ଟ୍ରଫି କ୍ରିକେଟର ତୃତୀୟ ଦିବସ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି
Read More...

ପାଣି ପାଇପ ଫାଟି ରାସ୍ତାରେ କୃତ୍ରିମ ବନ୍ୟା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଶକ୍ତିନଗର ପଡାରେ ପାଣି ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି । ସ୍ଥାନୀୟ ୱାର୍ଡ ନଂ ୧୬ ଶକ୍ତିନଗର ପଡା ଇଣ୍ଡିଆନ ବ୍ୟାଙ୍କ ଗଳିରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ପାନୀୟ ଜଳ ଯୋଗାଣ ପାଇପ ଫାଟି ରାସ୍ତା ଉପରେ ପାଣି ବୋହୁଛି । ଦୀର୍ଘ ଦୁଇମାସ
Read More...

ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ -୨୦୨୫

-ମହିଳା କ୍ୱାର୍ଟରକୁ ଉନ୍ନୀତ ହେଲେ ଉନ୍ନତି ହୁଡ଼ା, ଅନମୋଲ ଖର୍ବ, ତନଭି ଶର୍ମା ଓ ଅନୁପମା ଉପାଧ୍ୟାୟ -ପୁରୁଷ କ୍ୱାର୍ଟରରେ ଥରୁନ ମାନେପଲ୍ଲୀ,ସୁବ୍ରତ ସୁବ୍ରମଣିଅନ, କିରଣ ଜର୍ଜ, ଓ ସତୀଶ କୁମାର ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଟକ ସ୍ଥିତ ଜବାହାରଲାଲ ନେହେରୁ ଇଣ୍ଡୋର
Read More...

ଶାରଳା ଶକ୍ତିପୀଠରେ ନାଗପୂଜା ପାଇଁ ପ୍ରସ୍ତୁତି ବୈଠକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତି ପୀଠରେ ନାଗପୂଜା ପାଇଁ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଚଳିତ ଡିସେମ୍ବର ୧୫ ରେ ନାଗବରଣ, ପୀଠପୂଜା, ବିଷଲଡୁ ଭକ୍ଷଣ ଏବଂ ୧୬ ତାରିଖ ଦିନ ବିନୋପୂଜା, ସିତଉ ଭକ୍ଷଣ ଓ ପରିଶେଷରେ ପ୍ରସାଦ ସେବନ
Read More...

ଆମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତ୍ରିଦିବସୀୟ ବାର୍ଷିକ କ୍ରୀଡା ସମାରୋହ ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ବିରଞ୍ଚି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ
Read More...

୧୬ ଦିବସୀୟ ଲିଙ୍ଗ ଭିତ୍ତିକ ହିଂସା ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଉଦଯାପିତ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଭାରତ ସରକାରଙ୍କ ନିର୍ଦ୍ଦେଶ ତଥା ଓଡ଼ିଶା ସରକାର ଏବଂ ରାଜ୍ୟ ସମାଜ କଲ୍ୟାଣ ବୋର୍ଡର ଆଦେଶ କ୍ରମେ ଲିଙ୍ଗ ଭିତ୍ତିକ ହିଂସା ବିରୋଧରେ ସଚେତନତା କାର୍ଯ୍ୟକ୍ରମ ନଭେମ୍ବର ୨୫ ତାରିଖ ଠାରୁ ଆରମ୍ଭ ହୋଇ ଚଳିତ ୧୦ ଡିସେମ୍ବର ୨୦୨୫ ରେ ଉଦଯାପନୀ କାର୍ଯ୍ୟକ୍ରମ
Read More...

ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀମାନଙ୍କ ଦୁଇ ଦିନିଆ ବିପର୍ଯ୍ୟୟ ପରିଚାଳନା ଦକ୍ଷତା ବିକାଶ ତାଲିମ ଶିବିର ଉଦଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ମୁର୍ଗାବାଡି ସ୍ଥିତ ପଞ୍ଚାୟତ ସାଂସଧନ କେନ୍ଦ୍ରସଭା ଗୃହରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ମୟୂରଭଞ୍ଜ ଓ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ୱର ଦ୍ଵାରା ଆୟୋଜିତ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀମାନଙ୍କ
Read More...