ନିରୀହ ବନ୍ୟଜନ୍ତୁ ଓ ପରିବେଶର ସୁରକ୍ଷା ଦିଗରେ ଜଙ୍ଗଲରେ ନିଆଁ ଲଗାଇବା ଏକ ଦଣ୍ଡନୀୟ ଅପରାଧ ଅଟେ : ଆଞ୍ଚଳିକ ମୁଖ୍ୟ ବନ…
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗ୍ରୀଷ୍ମ ଋତୁର ଆଗମନ ହୋଇଛି । ଜଙ୍ଗଲରେ ନିଆଁ ଲାଗିବା ଆରମ୍ଭ ହୋଇଛି । ଏବର୍ଷ ଅନ୍ୟ ବର୍ଷ ତୁଳନାରେ ଅଧିକ ରୌଦ୍ରତାପ ପରିଲିକ୍ଷିତ ହେଲାଣି । ଜଙ୍ଗଲରେ ନିଆଁ ଲଗାଇଲେ ନିରୀହ ବନ୍ୟଜନ୍ତୁମାନେ ନାହିଁ ନ ଥିବା ସମସ୍ୟାରେ ସମ୍ମୁଖୀନ ହୁଅନ୍ତି ।!-->…
Read More...
Read More...