ବରାଜୁରା ଷୋହଳ ପ୍ରହର ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ପଞ୍ଚାୟତ ବରାଜୁରା ଗ୍ରାମରେ ଅନୁଷ୍ଠିତ ହେବାକୁ ଥିବା ଷୋହଳ ପ୍ରହର ନାମଯଜ୍ଞ ପାଇଁ ବୁଧବାର ସନ୍ଧ୍ୟାରେ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପୋଖରୀରୁ ଗ୍ରାମର ଶତାଧିକ ମହିଳା ସଙ୍କୀର୍ତ୍ତନ୍ୟ…
Read More...

ଟିଟିଲାଗଡ ପୌର ପରିଷଦ ପକ୍ଷରୁ ୱାର୍ଡ଼ ନମ୍ବର ୩ରେ ଜନ ଶୁଣାଣି କାର୍ଯ୍ୟକ୍ରମ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଓଡ଼ିଶା ସରକାରଙ୍କ ଦ୍ୱାରା ନୂତନ ଅଭିଯାନ ଯାହାକି ୱାର୍ଡରେ ପୌର ପ୍ରଶାସନ କିଛିଦିନ ହେଲା ଆରମ୍ଭ କରିଛି । ପ୍ରତ୍ୟେକ ସପ୍ତାହରେ ଯେକୌଣସି ୱାର୍ଡରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ପରିପ୍ରେକ୍ଷୀରେ ବୁଧବାର ଟିଟିଲାଗଡ ପୌର ପରିଷଦ ପକ୍ଷରୁ…
Read More...

ଗଛ ତଳେ ଚାପି ହୋଇ ବୃଦ୍ଧା ମୃତ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ଥିବା ଓଡ଼ିଶା ବନ ଉନ୍ନୟନ ନିଗମର କାଠ ଡିପୋ ଓ କରତ କଳ ଭିତରେ ଗଛ ତଳେ ଜଣେ ବୃଦ୍ଧା ଚାପି ହୋଇ ମୃତ୍ୟୁବରଣ କରିଥିବା ଜଣାପଡିଛି । ଖବର ଅନୁସାରେ କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଡୁମେରଚୁଆଁ ଗାଁର ବେଲବତୀ ବରିହା…
Read More...

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ଓଷ୍ଟା ପକ୍ଷରୁ ନୂତନ କମିଟି ଗଠନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଥିବା ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ଓଷ୍ଟା ପକ୍ଷରୁ ନୂତନ କମିଟି ଗଠନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ସଭାପତି ଚତୁର୍ଭୁଜ ରାଉତ, ଜିଲ୍ଲା…
Read More...

ନବଗଠିତ ଲୋଇସିଂହା ଏନ୍‌ଏସିର କାର୍ଯ୍ୟାଳୟ ଉଦଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ପରିସରରେ ନବ ଗଠିତ ଏନ୍‌ଏସିର ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସ ଜରିଆରେ ସ୍ଥାନୀୟ ବିଧାୟକ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହାର ଶୁଭାରମ୍ଭ ପୂର୍ବକ ଉପସ୍ଥିତ ଥିବା ସମସ୍ତ ଜନସାଧାରଣଙ୍କୁ…
Read More...

ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ଶିକ୍ଷକ ସଂଘର ଏକ ଜରୁରୀ କାଳୀନ ବୈଠକ ସହ ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପ୍ରଥମେ ସଂଘର ବାର୍ଷିକ ବିବରଣୀ…
Read More...

ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉପ ନିବନ୍ଧକ ସମବାୟ ସମିତି ସମୂହ, ବଲାଙ୍ଗିର ମଣ୍ଡଳ ସଭା ଗୃହରେ ଆଜି ପ୍ରାଥମିକ କୃଷି ଋଣ ସମବାୟ ସମିତି ମାନଙ୍କ କମ୍ପ୍ୟୁଟରୀକରଣ ଉପରେ ବରଗଡ଼ କୃତାର୍ଥ ଆଚାର୍ୟ୍ୟ ସମବାୟ ପରିଚାଳନା କେନ୍ଦ୍ର ଦ୍ଵାରା ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।…
Read More...

ଜିଲ୍ଲାପାଳ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ତରଭା ବିଡିଓଙ୍କ ଆର୍ଥିକ କ୍ଷମତା ପ୍ରତ୍ୟାହାର ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ବିଡିଓ ଗଙ୍ଗାରାମ ବୁଡେକଙ୍କ ଆର୍ଥିକ କ୍ଷମତାକୁ ପ୍ରତ୍ୟାହାର କରିଛନ୍ତି ଜିଲ୍ଲାପାଳ ତଥା ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ନୃପରାଜ ସାହୁ । ଗତକାଲି…
Read More...

ରାଜେନ୍ଦ୍ର ନଗର ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ଏନଏସି ଅନ୍ତର୍ଗତ ରାଜେନ୍ଦ୍ର ନଗର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ଧୂମଧାମରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସବିତା ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିଶୁ ସାହିତ୍ୟିକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ…
Read More...

ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ ହେଲେ ବିଶିଷ୍ଟ ଅଭିନେତା ଚିନ୍ମୟ ଦାସ ପଟ୍ଟନାୟକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡିଶାର ପ୍ରତିଷ୍ଠିତ ନାଟ୍ୟସଂସ୍ଥା "ଶତାବ୍ଦୀର କଳାକାର" ର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ୨୮ ତମ ଜାତୀୟ କଳିଙ୍ଗ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ବିଶିଷ୍ଟ ଅଭିନେତା,…
Read More...