ପାଇକମାଲ, ଛିନ୍ଦେଇକେଲା ଓ ମାଣ୍ଡୋସିଲରେ ଶ୍ରୀ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଭଜନ ମଣ୍ଡଳୀ ଆନୁକୂଲ୍ୟରେ ରବିବାର ଶ୍ରୀ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୦ତମ ଜନ୍ମଦିନ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରାତଃ ସକାଳରେ ନଗର ସଂକୀର୍ତନ କରାଯାଇଥିଲା । ସନ୍ଧ୍ୟା ସମୟରେ ବେଦଧ୍ୱନି ହୋଇଥିଲା
Read More...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ଅଧିକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ
Read More...

ବ୍ଲକ ସ୍ତରୀୟ ଯୁବ ଉତ୍ସବ – ୨୦୨୫

ବିକଶିତ ଭାରତ - ଯୁବବର୍ଗଙ୍କ ସଂଳାପ ପ୍ରତିଯୋଗିତା ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଓଡିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ପୁରୀ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଡେଲାଙ୍ଗ ବ୍ଲକ ସ୍ତରୀୟ ଯୁବ ଉତ୍ସବ-୨୦୨୫ ସ୍ଥାନୀୟ ମହତାବ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର
Read More...

ଆଶୁକବି ଡ. ହେମନ୍ତ କୁମାର ଦାଶଙ୍କ କୋଶଲି କବିତା ସଙ୍କଳନ “ଫୁଲ୍ ଗଜରା” କାବ୍ୟ ଉନ୍ମୋଚିତ

ତୁଷୁରା, (କେପିଏନ୍‌ଏସ୍‌) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରା ଠାରେ ଆଶୁକବି ଡ. ହେମନ୍ତ କୁମାର ଦାଶଙ୍କ କୋଶସ୍ଲି କବିତା ସଙ୍କଳନ ଫୁଲ୍ ଗଜରା କାବ୍ୟ ନିଷାନ ସାହିତ୍ୟ କଳା ଓ ସଂସ୍କୃତି ଏକାଡେମୀ ତୁଷୁରାର ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଉନ୍ମୋଚିତ
Read More...

ବିପଦ ସାଜିବାରେ ଲାଗିଛି ବ୍ଲୁ ଟୁଥ ଓ ଇୟର ଫୋନ : ଯୁବପିଢିଙ୍କ କ୍ଷେତ୍ରରେ ବଢୁଛି କାନଜନିତ ସମସ୍ୟା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଯୁବପିଢିଙ୍କ କ୍ଷେତ୍ରରେ ବିଗତ କିଛି ମାସ ହେଲା ଦେଖିବାକୁ ମିଳୁଛି କାନଜନିତ ସମସ୍ୟା । ସହରର କେତେକ ଔଷଧ ଦୋକାନୀଙ୍କ ଠାରୁ ଆରମ୍ଭ କରି ଡାକ୍ତରଖାନା ଓ ସ୍ୱାସ୍ଥ୍ୟକେନ୍ଦ୍ର
Read More...

ବିଳମ୍ୱ ହେଉଛି ମଣ୍ଡି ପ୍ରକ୍ରିୟା : ସ୍ଵଳ୍ପ ମିଆଦି ଧାନ ଯାଉଛି କୁଆଡେ

ଜୟପାଟଣା, (ଶେଷଦେବ ବେହେରା) : ନଭେମ୍ବର ପ୍ରଥମ ସପ୍ତାହରୁ ସ୍ଵଳ୍ପ ମିଆଦି ଧାନ ସାଙ୍ଗକୁ ଉଚ୍ଚ ମାଳ ଅଞ୍ଚଳ ମାନଙ୍କର ଧାନ ଅମଳ ପ୍ରକ୍ରିୟାର ଆରମ୍ଭ ହୋଇ ଦ୍ଵିତୀୟ ପର୍ଯ୍ୟାୟର ମଧ୍ୟମ ଓ ବଡ଼ ଧାନ ମାନଙ୍କର ଅମଳ ଜୋରସୋରରେ ଆରମ୍ଭ ହୋଇଯାଇଛି । କେବଳ କୃଷି ଉପରେ ନିର୍ଭର କରି ଜୀବନ ଧାରଣ କରି
Read More...

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଳୀରେ ନରସିଂହ

ଡାକ୍ତରଙ୍କ ଦାବି ଯୁକ୍ତିଯୁକ୍ତ, ସରକାର କରନ୍ତୁ ପୂରଣ - ନରସିଂହଆୟୁର୍ବେଦ ବିଶ୍ୱ ବିଦ୍ୟାଳୟ ଦାବି କଲେ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜ୍ୟର ଆୟୁଷ ଡାକ୍ତର ଦୀର୍ଘ ବର୍ଷ ହେଲା ଆନ୍ଦୋଳନ କରୁଛନ୍ତି । ରାଜ୍ୟର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ତାଙ୍କର ସେବା ଓ ସେଥି ପାଇଁ
Read More...

ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଏକତା ପଦଯାତ୍ରା ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ସମଗ୍ର ରାଜ୍ୟରେ ଅକ୍ଟୋବର ୩୧ ତାରିଖ ଠାରୁ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଗୁଡ଼ିକ ଆୟୋଜିତ ହେବା ସଙ୍ଗେ ସଙ୍ଗେ "ଏକତା ପଦଯାତ୍ରା" ଆୟୋଜିତ ହେଉଛି
Read More...

ତୃତୀୟ ଇସ୍ପାତ ନାଟ୍ୟମହୋତ୍ସବ ୨୦୨୫ ଡିସେମ୍ବର ୨ରୁ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଆନୁକୂଲ୍ୟରେ ୨୭ଟି ନାଟ୍ୟାନୁଷ୍ଠାନକୁ ନେଇ ଗଠିତ "ଏକତ୍ର" ଆୟୋଜନ କରିବାକୁ ଯାଉଛି ବିଶାଳ ନାଟ୍ୟ ମେଳା । ଆସନ୍ତା ଡିସେମ୍ବର ମାସ ୨ରୁ ୧୨ ପର୍ଯ୍ୟନ୍ତ ରାଉରକେଲାର ପ୍ରତିଷ୍ଠିତ ନାଟ୍ୟନୁଷ୍ଠାନ ମାନଙ୍କ ଦ୍ୱାରା ସୁନ୍ଦର ସୁନ୍ଦର
Read More...

ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ଦିନ ଗୋଟାଏ ବେଳେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଚଳିତ ବର୍ଷ ଖରିଫ୍ ଧାନ ସଂଗ୍ରହ ପାଇଁ ଡିସେମ୍ବର ମାସ ୯ ତାରିଖରୁ ମଣ୍ଡି ଖୋଲିବା ସହ ଧାନକିଣା
Read More...