ମିଶନ ଶକ୍ତି ମହିଳାମାନଙ୍କ ଗଣଧାରଣା

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଓଏଲ୍‌ଏମ୍‌ କାର୍ଯ୍ୟାଳୟରେ ତାଲା ପକାଇ ମିଶନ ଶକ୍ତି କର୍ମୀ ସଂଘର କର୍ମକର୍ତ୍ତାଗଣ ଗଣଧାରଣା ଦେଇଛନ୍ତି । ଅଭିଯୋଗ ଅନୁସାରେ ସେମାନଙ୍କ ବକେୟା ପାରିଶ୍ରମିକ ପାଇବା ସକାଶେ ବିଡିଓ, ଜିଲ୍ଲାପାଳ, ମିଶନଶକ୍ତି ମନ୍ତ୍ରୀ ତଥା
Read More...

ରାଜ୍ୟସ୍ତରୀୟ ଚେସ୍‌ ପ୍ରତିଯୋଗିତା-୨୦୨୫ ସକାଶେ ସାମ୍ବାଦିକ ସମ୍ବିଳନୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଗିରିଧାରୀ ମହାବିଦ୍ୟାଳୟ ଠାରେ ସ୍ୱର୍ଗତ ତରଣୀସେନ ସାହୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଚେସ୍‌-୨୦୨୫ ପ୍ରତିଯୋଗିତା ପାଇଁ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାଟି ବରଗଡ ଓ ବଲାଙ୍ଗିର ଚେସ ସଂଘର ମିଳିତ ଉଦ୍ୟମରେ
Read More...

ଗଜଲକ୍ଷ୍ମୀ ପୂଜା ନାମଯଜ୍ଞ ପାଇଁ ଶୁଭସ୍ତମ୍ଭ ସ୍ଥାପନ

ଦେଓଗାଁ : ଦେଓଗାଁ କଛାରପାଲି ଅନ୍ତର୍ଗତ ସାହୁପଡ଼ା ପ୍ରଗତି ଯୁବକ ସଂଘ ଆନୁକୂଲ୍ୟରେ ଚଳିତ ବର୍ଷ ହେବାକୁ ଥିବା ୧୨ତମ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଷୋହଳ ପ୍ରହର ନାମଯଜ୍ଞ ପାଇଁ ମଙ୍ଗଳବାର ଦିନ ଶୁଭସ୍ତମ୍ଭ ସ୍ଥାପନ ପୂଜନୋତ୍ସବ ହୋଇଯାଇଛି । ଚଳିତ ବର୍ଷ ପୂଜା ପାଇଁ କର୍ତ୍ତା ଭାବେ ଶ୍ରୀମତୀ
Read More...

ନିଆରା ଢଙ୍ଗରେ ଜନ୍ମଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ପଲସଦା ଗ୍ରାମର କୁମୁଦିନୀ ପଟେଲ, କୀର୍ତ୍ତି ଚନ୍ଦ୍ର ପଟେଲଙ୍କ ଝିଅ ହେମାଙ୍ଗିନୀ ପଟେଲ ପ୍ରତ୍ୟେକ ବର୍ଷ ପରି ଏ ବର୍ଷ ମଧ୍ୟ ମା' ପାଇଁ ଗଛ ଟିଏ ଲଗାଇଥିଲେ । ସେ ମା, ବାପାଙ୍କ ଠାରୁ ପ୍ରେରଣା ପାଇ
Read More...

ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଶିକଛିଡା ଗ୍ରାମରେ ଧୁମ୍‌ଧାମ୍‌ରେ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଶିକଛିଡା ଗ୍ରାମରେ ଧୁମ୍‌ଧାମ୍‌ରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମିତି ସଭ୍ୟା ବିନିତା ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଅନ୍ୟ ଅତିଥି
Read More...

ପାଟଣା ଷ୍ଟେଟ ପ୍ରଥମ ମେଟ୍ରିକ୍ୟୁଲେଟ ରବିଚନ୍ଦ୍ର ସାଏଙ୍କ ୧୩୭ତମ ଜୟନ୍ତୀ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର ସମ୍ମିଳନୀ କକ୍ଷରେ ଜୟ କୁମାର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ପାଟଣା ଷ୍ଟେଟର ପ୍ରଥମ ମେଟ୍ରିକ୍ୟୁଲେଟ ରାଜ୍ୟ ଭୂଷଣ ରବିଚନ୍ଦ୍ର ସାଏଙ୍କ ୧୩୭ତମ ଜୟନ୍ତୀ ପାଳନ କରାଯାଇଛି । ପ୍ରଥମେ ସାଧାରଣ ସଂପାଦକ ଦିବାକର
Read More...

ସକମାରେ ଜଗନ୍ନାଥ ମଣ୍ଡପ ଓ କମ୍ୟୁନିଟି ସେଣ୍ଟର ଉଦ୍‌ଘାଟନ କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ସକମା ପଂଚାୟତ ସକମା ଠାରେ ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଏକ କମ୍ୟୁନିଟି ସେଣ୍ଟର ସହ ଜଗନ୍ନାଥ ମଣ୍ଡପର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ତାଙ୍କ ବିଧାୟକ ଥିବା ସମୟରେ ବିଧାୟକ ପାଣ୍ଠି ଅନୁଦାନରେ ଏହି ଉଭୟ ପ୍ରକଳ୍ପ ପାଇଁ ୩
Read More...

ପି.ଆର ହାଇସ୍କୁଲ ବଲାଙ୍ଗିରରେ ଭାରଉତ୍ତୋଳନ ସ୍କୁଲ ଟ୍ରାଏଲ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ୨୫ ଏବଂ ୨୬ ତାରିଖ ଦୁଇ ଦିନ ବ୍ୟାପି ବ୍ରହ୍ମପୁରରେ ରାଜ୍ୟ ସ୍କୁଲ ସ୍ତରୀୟ ଭାର ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ସେଥିପାଇଁ ବଲାଙ୍ଗିର ଜିଲ୍ଲା ସ୍କୁଲ ସଂଘ ତରଫରୁ ଆଜି ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ଥିବା ପିଏମ୍‌ ଶ୍ରୀ ହଲ
Read More...

ଚୋର ସହ ଚୋରି ମୋବଇଲ ଧରି ଲୋକଙ୍କୁ ଫେରସ୍ତ କଲା ବଲାଙ୍ଗିର ଟାଉନ ପୋଲିସ

ବଲାଙ୍ଗିର : ବଲାଙ୍ଗିର ଟାଉନ ପୋଲିସର ପକ୍ଷରୁ ସୋମବାର ସନ୍ଧ୍ୟାରେ ମୋବାଇଲ ଫୋନ୍ ଫେରସ୍ତ ମେଳା ଅନୁଷ୍ଠିତ ହୋଇଥିବା ନେଇ ସୂଚନା ରହିଛି । ସହର ଭିତରୁ ବିଭିନ୍ନ ସମୟରେ ଏବଂ ସହରର ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ପ୍ରାୟ ୩୧ଟି ମୋବାଇଲ ଫୋନକୁ ବଲାଙ୍ଗିର ଟାଉନ ପୋଲିସ ଟିମ୍ ଉଦ୍ଧାର କରି
Read More...

ମହାଳୟାରେ ସାମୁହିକ ଶ୍ରଦ୍ଧାଞ୍ଜଳି ଓ ଦୀପଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ପବିତ୍ର ମହାଳୟା ଦିନ ସନ୍ଧ୍ୟାରେ ଟିକ୍ରାପଡା ଠାରେ ଦିବଂଗତ ବ୍ୟକ୍ତିମାନଙ୍କୁ ଶ୍ରଦ୍ଧା ଓ ଭକ୍ତି ସହିତ ସାମୁହିକ ଶ୍ରଦ୍ଧାଞ୍ଜଳି ଓ ଦୀପଦାନ ପ୍ରଦାନ କରାଯାଇଛି । ଏ ଅବସରରେ
Read More...