ଗାଁରେ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ହତ୍ୟା
ଗଞ୍ଜାମ, (କେପିଏନଏସ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦ୍ଧୋଳ ଗାଁରେ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ଜଣକ କନ୍ଧମାଳ ଜିଲ୍ଲାର କୁରୁମୁଙ୍ଗିଆ ଗାଁର ବାନଧର ପ୍ରଧାନ ବୋଲି ଜଣାପଡିଛି । ଆଜି ସକାଳ ସମୟରେ ଖବର ପାଇ!-->…
Read More...
Read More...