ମୁରିବାହାଲ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

୬ ଜଣ ସଫଳ ଚାଷୀଙ୍କ ସହ ୨ମହିଳା ଗୋଷ୍ଠୀ ସମ୍ବର୍ଦ୍ଧିତ ମୁରିବାହାଲ, (ଦୁର୍ଗାନଦ ମହାକୁର) : ବଲାଙ୍ଗିର ଜ଼ିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶନିବାର ମୁରିବାହାଲ ପଂଚାୟତି ହାଇସ୍କୁଲ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ୨ ଗୋଟି ମହିଳା
Read More...

୧୫୦ ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳନ : ସାଲିସ ବିହୀନ ସଂଗ୍ରାମ ପାଇଁ ଆହ୍ୱାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି କୋଶଲ କଳା ମଣ୍ଡଳ ପଡ଼ିଆ ବଲାଙ୍ଗିର ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆହ୍ୱାନରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କ୍ରାନ୍ତିବୀର ଜନ ଜାତିର ଜନ ନାୟକ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ସଂଘର ସାଧାରଣ
Read More...

ସାରସ୍ୱତ ସମାରୋହ – ଭାବ ଚର୍ଚ୍ଚା

ଲୋଇସିଂହା , (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ସମ୍ମିଳନୀ କକ୍ଷରେ ସ୍ଥାନୀୟ ସୁରସଂଗମ୍ ସାଂସ୍କୃତିକ ସଂସଦ ଆନୁକୂଲ୍ୟରେ ଭାବ ଚର୍ଚ୍ଚା ବିଷୟ ଭିତ୍ତିକ ସାରସ୍ୱତ ସମାରୋହ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ନରେନ୍ଦ୍ର କୁମାର ହୋତା ଯୋଗ ଦେଇଥିବା ବେଳେ ସମ୍ମାନିତ
Read More...

ଜୁନାଗାଁ ବିଦ୍ୟାଳୟରେ ଶିକ୍ଷକ ଅଭାବ, ଉତ୍ତେଜିତ ହେଲେ ଅଭିଭାବକ : ପରିଦର୍ଶନରେ ଆସିଥିବା ସିଆରସିସିଙ୍କୁ ୪ ଘଣ୍ଟା ଅଟକ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ରହିଥିବା ଜୁନାଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ସମସ୍ୟା ସମାଧାନ ନ ହେବାରୁ ଶନିବାର ଅଭିଭାବକ ମଧ୍ୟରେ ଦେଖା
Read More...

ପୋଲିସ କନେଷ୍ଟବଳଙ୍କୁ ହତ୍ୟା

କନ୍ଧମାଳ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନାରେ କାର୍ଯ୍ୟରତ ପୋଲିସ କନେଷ୍ଟବଳଙ୍କୁ ହତ୍ୟା । ମୃତ କନେଷ୍ଟବଳ ପୁରୁଣା କଟକ ଥାନା ବାଲିସାହି ଗାଁର ଉଦୟ ରଞ୍ଜନ ପଟ୍ଟନାୟକ ବୋଲି ଜଣାପଡ଼ିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରିଥିବା ସୂଚନା ମିଳିଛି । ହତ୍ୟା କରିଥିବା ସନ୍ଦେହରେ
Read More...

ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ରାଉରକେଲାରେ ଅନୁଷ୍ଠିତ

ଯୋଗଦେଲେ ମୁଖ୍ୟମନ୍ତ୍ରୀଗୁଜୁରାଟରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀରାଜ୍ୟସ୍ତରୀୟ ଉତ୍ସବରେ ୧୩୪୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନରାଉରକେଲା ହନୁମାଟ ବାଟିକା ଛକରୁ ପାୱାର ହାଉସ୍ ଛକ ରାସ୍ତାକୁ ଭଗବାନ
Read More...

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ଜନଜାତି ସ୍ୱାଭିମାନର ପ୍ରତୀକ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି । ମଞ୍ଚର ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ
Read More...

ବିଦ୍ୟାଳୟ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

ସଇଁତଲା, (ଖୁସିରାଣୀ ସାହୁ) : ଆଜି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, କେରମେଲୀ ଠାରେ ପ୍ରଧାନ ଶିକ୍ଷକଙ୍କ ଅଧକ୍ଷତାରେ ବିଦ୍ୟାଳୟ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ବିଭିନ୍ନ ଶ୍ରେଣୀର ପ୍ରାୟ ୧୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହି
Read More...

କିସ୍ ବିଦ୍ୟାଳୟରେ ଜନ ଜାତୀୟ ଗୌରବ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ବାଦଲି ଠାରେ ଥିବା କିସ୍ ଆବାସିକ ବିଦ୍ୟାଳୟରେ ଜନ ଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡ. ଶିବରାମ ନାୟକ କଳାହାଣ୍ଡି ଘରୋଇ ବିଦ୍ୟାଳୟ ସଂଘର ସଭାପତି,
Read More...

ସରକାରୀ ମହାବିଦ୍ୟାଳୟରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ବିର୍ସାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. କୌତୁକ ପନ୍ଦରଙ୍କ ସଭାପତିତ୍ୱରେ ସଭାଟି ଅନୁଷ୍ଠିତ
Read More...