ପୌର ପରିଷଦ ବିରୋଧରେ ଅପାରଗତା ଓ ଦୁର୍ନୀତି ଅଭିଯୋଗ ଆଣି କଲେକ୍ଟରଙ୍କ ଅଫିସ ସାମ୍ନାରେ ଗର୍ଜିଲା କଂଗ୍ରେସ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୌର ପାଳିକା ନିଜର ଦାୟିତ୍ୱକୁ ଠିକ୍ ଭାବରେ ତୁଳାଉ ନ ଥିବା ଅଭିଯୋଗରେ ସ୍ଥାନୀୟ କଲେକ୍ଟରଙ୍କ ଅଫିସ ସାମ୍ନାରେ ନଗର କଂଗ୍ରେସ କମିଟି ଜୋରଦାର ଗର୍ଜିଛି । ସହରର ଯାବତୀୟ ସମସ୍ୟାର ସମାଧାନ ଦିଗରେ ପୌର ପାଳିକା ଧ୍ୟାନ ଦେଉ ନ ଥିବାରୁ ସହରବାସୀ!-->…
Read More...
Read More...