କ୍ୟାରିୟର କାଉନସେଲିଂ ଶିବିର କାର୍ଯ୍ୟକ୍ରମ
ଆଗଲପୁର, (ବିମଳେନ୍ଦୁ ସାହୁ) : ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ) ଓ ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ଆଗଲପୁର ବ୍ଲକ ନୁନିଆପାଲି ପଂଚାୟତର ପାଣ୍ଡେସରା କମ୍ୟୁନିଟି ଗୃହ ଠାରେ କିଶୋରୀ ମାନଙ୍କୁ ନେଇ କ୍ୟାରିଅର କାଉନସେଲିଂ ଉପରେ ଏକ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ!-->…
Read More...
Read More...