ଜିଲ୍ଲା ବ୍ରାହ୍ମଣ ମହାସଭା ଆନୁକୂଲ୍ୟରେ ସାମୂହିକ ତିଳତର୍ପଣ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ନରସିଂହ ମନ୍ଦିର ପରିସରରେ ଜିଲ୍ଲା ବ୍ରାହ୍ମଣ ମହାସଭା ସଂପାଦକ ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ସାମୂହିକ ତିଳତର୍ପଣ ଅନୁଷ୍ଠିତ ହୋଇଯାଇଛି । ଉପରୋକ୍ତ କାର୍ଯ୍ୟକ୍ରମକୁ ପଣ୍ଡିତ ସନ୍ତୋଷ କୁମାର ଶତପଥି, ପଣ୍ଡିତ ଗୋକୁଳା ମିଶ୍ର, ପଣ୍ଡିତ କିଶୋର!-->…
Read More...
Read More...