ମହିଳା ପ୍ରଦର୍ଶନୀ ଫୁଟବଲ ମ୍ୟାଚ : କେନ୍ଦ୍ରାପଡ଼ା ଓ ଭୁବନେଶ୍ୱର ମଧ୍ୟରେ ମ୍ୟାଚ ଟାଏ
ଖଣ୍ଡପଡ଼ା, (କେପିଏନ୍ଏସ୍) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ସହରର ମଧୁବନ କ୍ରୀଡାଙ୍ଗନରେ ଚାଲିଥିବା ୭ମ ରାଜ୍ୟସ୍ତରୀୟ ମହେନ୍ଦ୍ର ସ୍ୱାଇଁ ମେମୋରିଆଲ କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଶନିବାର ଅନୁଷ୍ଠିତ ପ୍ରଦର୍ଶନୀ ମ୍ୟାଚରେ କେନ୍ଦ୍ରାପଡ଼ା ଓ ଭୁବନେଶ୍ୱର ମହିଳା ଫୁଟବଲ ଟିମ ପରସ୍ପରକୁ ଭେଟିଥିଲେ ।!-->…
Read More...
Read More...