ନଅଗାଁ(ଖ)ରେ ପଞ୍ଚଦିବସୀୟ ରନିଙ୍ଗ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ଆଗଲପୁର , (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ) ହାଇସ୍କୁଲ ଖେଳ ପଡିଆ ଠାରେ ପଲ୍ଲୀ ଆଲୋକ ପାଠାଗାର ଓ ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ପଂଚ ଦିବସୀୟ ରନିଙ୍ଗ ଫୂଟବଲ ଟୁର୍ଣ୍ଣମେଣ୍ଟ ଉଦଘାଟିତ ହୋଇଯାଇଛି । ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ!-->…
Read More...
Read More...