ବାଲ୍ମୀକି ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟ ଆୟୋଜିତ ବାଲ୍ମୀକି ଜୟନ୍ତୀ ସମାରୋହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମାନବବାଦର ମହାକାବ୍ୟ: ରାମାୟଣ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି
Read More...

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ ଉପଲକ୍ଷେ ସଚେତନତା ଶୋଭାଯାତ୍ରା ଓ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ଅକ୍ଟୋବର ୨୭ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନ ଓ
Read More...

“ବହୁଭାଷୀ ନାଟ୍ୟ ମହୋତ୍ସବ” ମଠଖାଇ ମହୋତ୍ସବ ଆସନ୍ତା ଡିସେମ୍ବର ୨୫ରୁ ୨୯

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ପତିତପାବନ ବିଦ୍ୟାଳୟ ଠାରେ ଭୂମିକା ଓ ମଠଖାଇ ମହୋତ୍ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ୧୭ତମ ମାଠଖାଇ ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସବୁ ବର୍ଷ ପରି ଏହି ବର୍ଷ ମଧ୍ୟ ପାଞ୍ଚ ଦିନ ଧରି ନାଟ୍ୟ ପ୍ରେମୀ ନାଟକ ଉପଭୋଗ କରିବେ
Read More...

ରାମପୁର କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ : ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଟାଙ୍ଗରକରଲେ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ପଞ୍ଚମ ମାସିକ ବୈଠକ ସି.ଆର.ସି.ସି ପ୍ରଦୀପ୍ତ କିଶୋର ଦାଶଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିଲୋଚନ ବେହେରା
Read More...

ବ୍ରାହ୍ମଣୀପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ କୁମୁଦିନୀ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ
Read More...

ସହରରେ ମାଙ୍କଡ ଆତଙ୍କ : ଦୁର୍ଘଟଣା ବଢୁଛି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଙ୍ଗଲ କ୍ଷୟ, ଜଙ୍ଗଲ ନଷ୍ଟ, ଜଙ୍ଗଲରେ ନିଆଁ, ଜଙ୍ଗଲକୁ ଜବରଦଖଲ କରି ଘର, ଜମି ତିଆରି, ଗଛ କାଟିବା ପାଇଁ ବନ୍ୟ ଜନ୍ତୁ ଯଥା ହାତୀ, ମାଙ୍କଡ, ସରୀସୃପ, ବିଲୁଆ, ବର୍‌ହା, ମୟୂର,ଓ ଅନ୍ୟାନ୍ୟ ପଶୁପକ୍ଷୀମାନେ ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲରୁ ସହରକୁ ଦୃତ ଗତିରେ
Read More...

ଭଜମନ ଦାସ କଳା ପରିଷଦ ଉଦଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଶବ୍ଦନୃତ୍ୟର ଆଦ୍ୟ ପ୍ରଚାରକ ତଥା ୧୮୫୦ ମସିହା ପୂର୍ବରୁ ବିଭିନ୍ନ ଜିଲ୍ଲାରେ ଶବ୍ଦ ନୃତ୍ୟ ଶିକ୍ଷା ଦେଇଥିବା ଲୀଳା ଏବଂ ଶବ୍ଦ ନୃତ୍ୟର ବାବାଜୀ ଗୁରୁ ଭଜମନ ଦାସଙ୍କ ସ୍ମୃତିରେ ତାଙ୍କ ଜନ୍ମସ୍ଥାନ କୁଟାସିଂହାଠାରେ "ଭଜମନ ଦାସ କଳା ପରିଷଦ" ଉଦଘାଟିତ
Read More...

ବାଇକ୍‌ ଓ କାର୍‌ ଧକ୍କାରେ ବାଇକ୍‌ ଚାଳକ ମୃତ୍ୟୁ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବାଇକ୍‌ ଓ କାର୍‌ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି । ଏଭଳି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଜୁରିଆ ଗାଁ ନିକଟସ୍ଥ ଭୁଲିଆ ବନ୍ଦ ଅଞ୍ଚଳରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଥିଲା, ଯେଉଁଥିରେ ଡୁଲାମଣି ମେହେର (୫୨) ନାମକ ଜଣେ ବ୍ୟକ୍ତି
Read More...

ଘୋରଡ଼ିଆରେ କାର୍ତ୍ତିକେଶ୍ୱରଙ୍କ ଜନ୍ମ ବାର୍ଷିକ ପୂଜା ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ଗ୍ରାମର ଯୁବଗୋଷ୍ଠୀଙ୍କ ଦ୍ୱାରା ପ୍ରତିବର୍ଷ ଭଳି ଚଳିତ ବର୍ଷ ପ୍ରଭୁ କାର୍ତ୍ତିକେଶ୍ୱରଙ୍କ ଜନ୍ମ ବାର୍ଷିକ ଉତ୍ସବ୨୦୨୫ ସାଉରିଆ ଗ୍ରାମର ମହାବୀର ମନ୍ଦିର ପ୍ରାଙ୍ଗଣରେ୧୩ତମ ବାର୍ଷିକ ଉତ୍ସବ
Read More...

ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକଙ୍କ ଆକସ୍ମିକ ବିୟୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ଗଗନ ବିହାରୀ ସାହୁଙ୍କର ଆକସ୍ମିକ ବିୟୋଗ ହୋଇଯାଇଛି । ଶନିବାର ଦିବା ୧୦ ଘଣ୍ଟା ପର୍ଯ୍ୟନ୍ତ ସେ ଚଳଚଞ୍ଚଳ ଥିଲେ । ହଠାତ ଛାତିରେ ଯନ୍ତ୍ରଣା ଅନୁଭବ
Read More...