ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଫ୍ଲାଏ ଆସ୍ ବ୍ୟବହାର ଉପଯୋଗୀ ନେଇ କର୍ମଶାଳା
ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଓଡ଼ିଶା ଆନୁକୂଲ୍ୟରେ ଫ୍ଲାଏ ଆସ୍ ଉପଯୋଗ କରି ନିମ୍ନ ଓ ଖାଲୁଆ ଭୂମିମାନଙ୍କୁ ବ୍ୟବହାର ଉପଯୋଗୀ କରିବା ନେଇ ଏକ କର୍ମଶାଳା ଝାରସୁଗୁଡା ଆଂଚଳିକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଫ୍ଲାଏ ଆସ୍ ଉପଯୋଗୀ!-->…
Read More...
Read More...