ବିଶେଷ ରଚନା ସନ୍ଧ୍ୟାରେ “ପ୍ରଣାମ ରାଜେନ୍ଦ୍ର” ଶୀର୍ଷକ ସ୍ମୃତି ଓ ଅନୁଭୂତିର ଭାବ ବିନିମୟ କାର୍ଯ୍ୟକ୍ରମ
ବଲାଙ୍ଗିର, (କେପିଏନ୍ଏସ୍) : କବି ରାଜେନ୍ଦ୍ର କିଶୋର ପଣ୍ଡା ନିଜ ଜୀବନର ବିପୁଳ ଅନୁଭୂତିକୁ ନେଇ ବିବିଧ ଭାବଭରା କବିତା ରଚନା କରିଛନ୍ତି । ଜୀବନ ଦର୍ଶନରେ ପରିପୂର୍ଣ୍ଣ ତାଙ୍କ କବିତାସମୂହକୁ ପଢ଼ି ଜଣେ ଭାବଗ୍ରାହୀ ପାଠକ ତହିଁରେ ତଲ୍ଲୀନ ହେବା ସହ ନିଜକୁ ଓ ଜଗତକୁ ଏକ ଭିନ୍ନ ଦୃଷ୍ଟିରେ!-->…
Read More...
Read More...