ଶିକେରପାଟ୍ ଚାମ୍ପିଅନ ଟ୍ରଫି କ୍ରିକେଟ ୨୦୨୬ରେ ରହେନମାଳକୁ ହରାଇ ସେମିଫାଇନାଲ୍‌ରେ ଦୁହେଲ ଦଳ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଳବର ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି କ୍ରିକେଟ ୨୦୨୬ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଉଠୁଛି । ତୃତୀୟ ଦିବସରେ ଖେଳପଡିଆରେ ଦର୍ଶକଙ୍କ…
Read More...

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ଥାନୀୟ ଏନ ଏ ସି ତରଫରୁ ଏକ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ, ଏସଡିପିଓ…
Read More...

ମା’ ଦଶମତୀ କ୍ରିକେଟ କପ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର କୁଟାସିଂହା ପଂଚାୟତ ଅନ୍ତର୍ଗତ କଣ୍ଟାପାଲି ଖେଳପଡିଆରେ ମା' ଦଶମତୀ କପ କ୍ରିକେଟ ପ୍ରତିଯୋଗିତା ଉଦଘାଟିତ ହୋଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ…
Read More...

କଣ୍ଟାବାଞ୍ଜିରେ ସମ୍ବାଦ ଆମ ଓଡ଼ିଶା ରକ୍ତଦାନ ଶିବିର

-ଜଣେ ଯୁବତୀ ସହ ୨୦ଜଣ ରକ୍ତଦାନ କଲେ କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ତୁରେକେଲା କଣ୍ଟାବାଞ୍ଜି ଶ୍ରୀହରି ଭବନ ଠାରେ ରବିବାର ସମ୍ବାଦ ଆମ ଓଡ଼ିଶା ଓ କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟିର ମିଳିତ ଆନୁକୂଲ୍ୟରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ…
Read More...

ଭୁତିଆର ବାହାଲ ଚାମ୍ପିଅନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୁତିଆର୍ ବାହାଲ ହାଇସ୍କୁଲ ଖେଳ ପଡ଼ିଆରେ ୧୯ ବର୍ଷରୁ କମ୍‌ କ୍ରିକେଟ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୧୬ ଟି ଦଳ ଅଂଶ୍ରହଣ କରିଥିଲେ । ଫାଇନାଲ ଖେଳ ଭୁତିଆର ବାହାଲ୍ ଓ କୁଟୁମଡୋଳା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଭୁତିଆର ଵାହାଲ ପ୍ରଥମେ…
Read More...

ଚାରପାଲିରେ ଜାତୀୟ ସେବା ଯୋଜନା ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପକ୍ଷରୁ ପୋଷ୍ୟ ଗ୍ରାମ ଚାରପାଲିଠାରେ ଅନୁଷ୍ଠିତ ସପ୍ତଦିବସୀୟ ଜାତୀୟ ସେବା ଯୋଜନା ଶୀତକାଳୀନ ସ୍ୱତନ୍ତ୍ର ଶିବିର ଆଜି ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଦିବସର ପ୍ରାରମ୍ଭରେ ପତାକା ଉତ୍ତୋଳନ, ଯୋଗାଭ୍ୟାସ ଓ ପରିସର…
Read More...

ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ୨୭ ଜାନୁୟାରୀ ୨୦୨୬ ଠାରୁ ୦୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ବଲାଙ୍ଗିର ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଟୁର୍ଣ୍ଣାମେଣ୍ଟକୁ ମହାରାଜା…
Read More...

ଶୁଣିଲାନି ପ୍ରଶାସନ, ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡ଼ା ପଞ୍ଚାୟତର ଦେଉଳବାଡ଼ି ଗ୍ରାମ ସଂଯୋଗ କରୁଥବା ମାଟି ରାସ୍ତା ଶୋଚନୀୟ ହୋଇପଡ଼ିଥିବାରୁ ପ୍ରଶାସନକୁ ବାରମ୍ବାର ଗୁହାରି କରିଥିଲେ ଗ୍ରାମବାସୀ । ପ୍ରଶାସନ ଗୁହାରି ଶୁଣି ନଥିବା ବେଳେ…
Read More...

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଉପଖଣ୍ଡ…
Read More...

୧୬ ତମ ଜାତୀୟ ମତଦାତା ଦିବସ ପାଳିତ : ଶପଥ ନେଲେ ଶତାଧିକ ଜନସାଧାରଣ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏନେଇ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପଜିଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ…
Read More...