ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲା ଭଞ୍ଜସେନା
ବାରିପଦା, (ଦେବସ୍ମିତ ଚୌଧୁରୀ) : ସମଗ୍ର ମୟୂରଭଞ୍ଜ ବାସୀ ଏବଂ ଓଡିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ଥିଲା । ସେଦିନ ଥିଲା ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୫ ତମ ଜନ୍ମଦିବସ । ସେହିଭଳି ପବିତ୍ର ଦିନରେ କିଛି ପ୍ରଭାବଶାଳୀ ଲୋକଙ୍କୁ ସରକାରୀ ଜାଗା ବହୁମାତ୍ରାରେ ଯୋଗାଇବା ପାଇଁ!-->…
Read More...
Read More...