ବରପଦର ପ୍ରାଥମିକ ବିଦ୍ୟାଳୟ ଠାରେ ସର୍ଗୁଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫

ସୁବର୍ଣ୍ଣପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବନ୍ଧପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବରପଦର ପ୍ରାଥମିକ ବିଦ୍ୟାଳୟ ଠାରେ ସର୍ଗୁଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରପଦର ପ୍ରାଥମିକ
Read More...

ସଂକୀର୍ତ୍ତନ ଗାୟକ ବସନ୍ତ ବାରିକଙ୍କ ପରଲୋକ

ଭୋଗରାଇ, (ଶିବନାରାୟଣ ପାତ୍ର ) : ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଖରିଦପିପଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ନୟାପାଲି ଗ୍ରାମର ବିଶିଷ୍ଟ ସଂକୀର୍ତ୍ତନ ଗାୟକ ବସନ୍ତ ବାରିକଙ୍କ ୭୩ ବର୍ଷ ବୟସରେ ଆଜି ସକାଳ ୮ .୨୫ ମିନିଟ୍ ସମୟରେ ପରଲୋକ ହୋଇଯାଇଛି । ଶ୍ରୀ ବାରିକ ଆଜି ସକାଳେ ହଠାତ୍ ଛାତିରେ
Read More...

ଶ୍ରୀ ଅଚ୍ୟୁତାନନ୍ଦ ଆଶ୍ରମ ପକ୍ଷରୁ ଅଖଣ୍ଡ ନାମଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବାରବାଟୀ ଶ୍ରୀ ଅଚ୍ୟୁତାନନ୍ଦ ଆଶ୍ରମ, ଘୋରଡ଼ିଆ ପକ୍ଷରୁ ଅଖଣ୍ଡ ନାମଯଜ୍ଞ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହା ତିନିଦିନ ଧରି ଚାଲିବ । ପ୍ରଥମ ଦିନ ଜଳାଧିବାସ, ଦ୍ୱିତୀୟ ଦିନ ଅଖଣ୍ଡ ନାମ ସଂକୀର୍ତ୍ତନ ଏବଂ ଶନିବାର ନଗରଭ୍ରମଣ ଓ କୁମ୍ଭ ବିସର୍ଜନ ସହ
Read More...

ମା’ ତାରିଣୀ ଡାଇଗ୍ନୋଷ୍ଟିକ ତରଫରୁ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ନେତୃତ୍ୱରେ ରାଉରକେଲାର ସେକ୍ଟର ୫ ସ୍ଥିତ ଡିଆଇଜି ପଶ୍ଚିମ ରେଞ୍ଜ କାର୍ଯ୍ୟାଳୟ ଠାରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ରୂପେ ସୁଚିତ୍ରା ତନ୍ତୀ ଯୋଗ ଦେଇ ତାଙ୍କ
Read More...

ମହିମୁଣ୍ଡା ଯୁକ୍ତ ତିନି କଲେଜକୁ ପରିଦର୍ଶନରେ ଆସିଲେ ଆଞ୍ଚଳିକ ଶିକ୍ଷା ନିର୍ଦେଶକ ଓ ରାଜେନ୍ଦ୍ର ୟୁନିଭର୍ସିଟିର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ବଲାଙ୍ଗିର ଜିଲ୍ଲାର ପୁଇଁତଲା ବ୍ଲକ ଅଧୀନସ୍ଥ ଯୁକ୍ତ ୩ କଲେଜର ସ୍ଥାୟୀ ବନ୍ଧନ ପ୍ରମାଣ ପତ୍ର ପ୍ରଦାନ କରିବା ନେଇ ଆଞ୍ଚଳିକ ଶିକ୍ଷା ନିର୍ଦେଶକ ପ୍ରଫେସର ଡ.ଉମାକାନ୍ତ ଦାଶ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର, ମହାବିଦ୍ୟାଳୟ ଉନ୍ନୟନ ପରିଷଦର ନିର୍ଦେଶକ
Read More...

ବଲାଙ୍ଗିର ଦିନ ପାଳନ ପାଇଁ ଗଠନ ହେଲା ବିଭିନ୍ନ କମିଟି

ବଲାଙ୍ଗିର, (କେପିଏନଏସ) : ଗତକାଲି ସନ୍ଧ୍ୟା ୭ଟା ସମୟରେ ବଲାଙ୍ଗିର ପି.ପି.ଏକାଡେମୀଠାରେ ବଲାଙ୍ଗିର ଦିନ ଆୟୋଜନ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଦିନ ନଭେମ୍ବର ୧ ରେ ଧୁମ୍‌ଧାମରେ ପାଳନ ଓ ସୁପରିଚାଳନା ପାଇଁ
Read More...

ପଡିଆବାହାଲ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପଡିଆବାହାଲ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସିଆରସିସି ସନାତନ ବାରିକଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏବଂ ପଡିଆବାହାଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୋଦ ମେହେରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମର ଉଦ୍‌ଘାଟନୀ
Read More...

ବ୍ଲକ ସ୍ତରୀୟ ନବଭାରତ ସାକ୍ଷରତା କର୍ମଶାଳା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ସ୍ଥିତ ବ୍ଲକ କଲୋନୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ କୁମାର ମଲିକ, ବି ଆର ସିସି ଚୈତନ୍ୟ କହଁର ଓ ବ୍ଲକ ନୋଡାଲ୍‌ ଅଧିକାରୀ ହରିହର
Read More...

ବିଜେପିକୁ ଜିତାଇବାକୁ ବିଜେଡି ଜାଣିଣୁଣି ଦୁର୍ବଳ ପ୍ରାର୍ଥୀ ଦେଲା : ଅରବିନ୍ଦ

‘କଂଗ୍ରେସକୁ ବିଜେପି ଭୟ କରୁଥିବା ମୁଖ୍ୟମନ୍ତ୍ରୀଙ୍କ ଭାଷଣରୁ ସ୍ପଷ୍ଟ ହୋଇଛି’‘ବିଜେଡି-ବିଜେପିର ମିଳିତ ରଣନୀତି କାମ ଦେବନାର୍ହି ; କଂଗ୍ରେସର ବିଜୟ ଅବଶ୍ୟମ୍ଭାବୀ’‘ଭୋଟ ଚୋର, ପ୍ରାର୍ଥୀ ଚୋର’ ବିଜେପିକୁ ନୂଆପଡ଼ାରେ ଶକ୍ତ ଧକ୍କା ଲାଗିବ ; ମୁଖ୍ୟମନ୍ତ୍ରୀଙ୍କ ସଭାରେ ଲୋକ ନହେବା ତା’ର
Read More...

ମାତ୍ର ଦୁଇ ଦିନରେ ଛତିଶଗଡ଼ ଓ ମହାରାଷ୍ଟ୍ରରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ ସୂଚନା ଦେଲେ କେନ୍ଦ୍ର ଗୃହମନ୍ତ୍ରୀ

ଆଜି ଛତିଶଗଡ଼ରେ ୧୭୦ ଜଣ ନକ୍ସଲ ଆତ୍ମସମର୍ପଣ କରିଥିବା ବେଳେ, ଗତକାଲି ୨୭ ଜଣ ଏବଂ ମହାରାଷ୍ଟ୍ରରେ ୬୧ ଜଣ ଆତ୍ମସମର୍ପଣ କରିଥିଲେପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱାଧୀନ ସରକାରଙ୍କ ନିରବଚ୍ଛିନ୍ନ ପ୍ରୟାସ ଯୋଗୁଁ ନକ୍ସଲବାଦ ଶେଷ ନିଃଶ୍ୱାସ ନେଉଛିଆତ୍ମସମର୍ପଣ କରିଥିବା ୧୦ ବରିଷ୍ଠ ମାଓବାଦୀଙ୍କ
Read More...