ଚୋରମରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡବନ୍ଧ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
ଦେଓଗାଁ, (କେପିଏନଏସ) : ଦେଓଗାଁ ବ୍ଳକ ସାରସମାଲ ପଞ୍ଚାୟତ ଅନ୍ତର୍ଗତ ଚୋରମରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେେ ବଡବନ୍ଧ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ!-->…
Read More...
Read More...