ଜାମପଦର ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ କୁଞ୍ଜବିହାରୀ କୁଅଁରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଜାମପଦର ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବିଦ୍ୟାଳୟର ବରିଷ୍ଠ ଶିକ୍ଷକ କୁଞ୍ଜବିହାରୀ କୁଅଁରଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଶିକ୍ଷଣରେ ଯାଦୁପେଡି ସାମଗ୍ରୀର ବ୍ୟବହାର ପ୍ରାଥମିକ ଶିକ୍ଷାକୁ ମଜବୁତ କରିବ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟରର ଅଷ୍ଟମ କ୍ଲଷ୍ଟର ସ୍ତରୀୟ ବୈଠକ ବୁରୋମାଲ ପ୍ରାଥମିକ ବିଦ୍ୟାଳୟ ଠାରେ ସ୍ଥାନୀୟ ପ୍ରଧାନ ଶିକ୍ଷକ ମୋହନ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏବିଇଓ ରମେଶ
Read More...

ଆଦିବାସୀ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ତରଫରୁ ପାଠଚକ୍ର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ତରଫରୁ ଏକ ପାଠ ଚକ୍ର ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାଠଚକ୍ରର ବିଷୟ ବସ୍ତୁ ଥିଲା
Read More...

୧୫ କିମି ରାସ୍ତାକୁ ୧୮କୋଟିରୁ ଅଧିକ ବ୍ୟୟ : ବାରଖମା-ରେବିଙ୍ଗିଆ ରାସ୍ତା ମରଣଯନ୍ତା ପାଲଟିଛି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖମା ଠାରୁ ରେବିଙ୍ଗିଆ ରାସ୍ତାଟି ଦୀର୍ଘ ଦିନ ହେଲା ମରଣଯନ୍ତା ପାଲଟି ଯାଇଛି । ବାରମ୍ବାର ଅଞ୍ଚଳବାସୀ ବିଭାଗୀୟ ଅଧିକାରୀଙ୍କୁ ଅବଗତ ପରେ ମଧ୍ୟ ସୁଧୁରିନାହିଁ । ପ୍ରକାଶ ଯେ, ବାରଖମା ଠାରୁ
Read More...

ମାନ୍ଦଲା କ୍ଳଷ୍ଟରରେ ଜାତୀୟ ବିଜ୍ଞାନ ଦିବସ ଓ ମାସିକ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ମାନ୍ଦଲା କ୍ଳଷ୍ଟର ଅନ୍ତର୍ଗତ କମେଇମୁଣ୍ଡା ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଥିଲା । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଧନସିଂ ମାଝୀଙ୍କ ତତ୍ତ୍ୱାବଧାନରେ ଏଗାରଜଣ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଓ
Read More...

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ (ଜିଲ୍ଲା ଯୋଜନା ବୈଠକ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ଜିଲ୍ଲା
Read More...

ଟିଟିଲାଗଡ଼ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ଜରୁରୀ କାଳୀନ ବୈଠକ

ନୂତନ ଜିଲ୍ଲା ଗଠନ ହେଲେ ଟିଟିଲାଗଡ଼ ନିଶ୍ଚୟ ହେବ - ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୀର୍ଘ ତିରିଶ ବର୍ଷ ଧରି ଟିଟିଲାଗଡ଼ ଅଞ୍ଚଳବାସୀ ସରକାରଙ୍କୁ ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବି କରି ଆସୁଛନ୍ତି । ବର୍ଷ ବର୍ଷ ଧରି ଆନ୍ଦୋଳନ ମଧ୍ୟ କରି ଆସୁଛନ୍ତି । ତେବେ ବାରମ୍ବାର କେବଳ
Read More...

ଜଙ୍ଗଲରେ ଭୟାବହ ଅଗ୍ନିକାଣ୍ଡ : ଅଗ୍ନିଶମ ବାହିନୀଙ୍କ ତତ୍ପରତାରେ ନିଆଁ ନିୟନ୍ତ୍ରଣ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଲର୍କି ଗ୍ରାମର ଏକ ଜଙ୍ଗଲ ଅଞ୍ଚଳରେ ହଠାତ୍ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ପେଟ୍ରୋଲ ପମ୍ପ ସାମ୍ନାରେ ଥିବା ଜଙ୍ଗଲରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ହୁହୁ ହୋଇ ନିଆଁ ଜଳୁଥିବାରୁ ସ୍ଥାନୀୟ
Read More...

ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦ୍ୟ ତାରିଖ ୨୮ ଫେବୃଆରୀ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ରାଜେନ୍ଦ୍ର ଯୁବକ ସଂଘ ତରଫରୁ ଏକ ବରିଷ୍ଟ ନାଗରିକମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ହାଟପଡ଼ା (ପରିଚୟ ଗୃହ) ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସାର ନଗରୀ ଶାଖା ତରଫରୁ ମାସିକ ସାହିତ୍ୟ ଆସର ଫର୍ଟିଲାଇଜର ସ୍ଥିତ ଚିନ୍ମୟ ଏକାଡେମୀ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର କାର୍ଯ୍ୟକାରୀ ସଭାପତି ତ୍ରିନାଥ ଦାଶ ମୋହନୀଙ୍କ ସଭାପତିତ୍ୱ, ଉପସଭାପତି ତଥା ଆବାହକ
Read More...