ଆଗଲପୁର ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଆଗଲପୁର ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା
Read More...

ଏକ ଦିବସୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ

ଆଗଲପୁର,(ସୁଶୀଳ କୁମାର ମିଶ୍ର) : ବ୍ଲକ ବେନ୍ଦ୍ରା ପଂଚାୟତ ଝାରବନ୍ଧଲି ଖେଳ ପଡିଆରେ ଏକ ଦିବସୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମୋଟ ୮ଟି ଦଳ ଅଂଶ ଗ୍ରହଣ କରିଥିଲେ । ବଲାଙ୍ଗିର ଓ ସମ୍ବଲପୁର ଦଳ ମଧ୍ୟ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ଡୁଡୁକାରେ କୈବର୍ତ୍ତ ସମାଜର ନୂଆଖାଇ ଭେଟଘାଟ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଡୁକାରେ କୈବର୍ତ୍ତ ସମାଜର ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।
Read More...

ଡୁଙ୍ଗୁରିପାଲି ବ୍ଲକର ଅନ୍ଧାରିବାଞ୍ଜି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି,(କେପିଏନଏସ) : ଡୁଙ୍ଗୁରିପାଲି ବ୍ଲକର ଅନ୍ଧାରିବାଞ୍ଜି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଚେନାବେଡା ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଚିତ୍ତରଞ୍ଜନ ଠାକୁରଙ୍କ ଆବାହକତ୍‌ତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ
Read More...

ଶ୍ରଦ୍ଧା ଓ ଭକ୍ତିର ସହ ସମ୍ପନ୍ନ ହେଲା ମାଆ ଗଜଲକ୍ଷ୍ମୀ ପୂଜା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ମହାବୀର ପଡ଼ା ଠାରେ ମାଆ ଗଜଲକ୍ଷ୍ମୀଙ୍କ ପୂଜୋନତ୍ସବ ଶ୍ରଦ୍ଧା ଓ ଭକ୍ତିର ସହ ସମ୍ପନ୍ନ ହୋଇଯାଇଛି । ରବିବାର ଅପରାହ୍ନରେ ଶତାଧିକ ମହିଳା ଏକ ସୁସଜ୍ଜିତ ପଟୁଆରରେ ପବିତ୍ର କଳସ ଆଣି ସ୍ଥାପନ କଲାପରେ ପୂଜା କାର୍ଯ୍ୟ ଆରମ୍ଭ ହୋଇଥିଲା । ସୋମବାର ଠାରୁ
Read More...

ପୁନେର ଓଡ଼ିଆ ଝିଅ ସଞ୍ଚୟିତା ରାଜ୍ୟ ସ୍ତରୀୟ ସ୍କେଟିଂ ଚାମ୍ପିଅନସିପ୍ ପାଇଁ ମନୋନୀତ

​ପୁନେ : ​ପୁନେ ନିକଟରେ ଅନୁଷ୍ଠିତ ହୋଇଥିବା "ରୋଲର ଏଥଲେଟିକ ପୁନେ ସିଟି ଚାମ୍ପିଅନସିପ - ୨୦୨୫"ରେ ୟୁରୋ ସ୍କୁଲ ୱାକ୍‌ଡର ଛାତ୍ରୀ ତଥା ପ୍ରତିଭାଶାଳୀ ଓଡ଼ିଆ ଝିଅ ସଞ୍ଚୟିତା ମିଶ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଏହି ପ୍ରତିଯୋଗିତା ରୋଲର ଏଥଲେଟିକସ ଏସୋସିଏସନ୍, ମହାରାଷ୍ଟ୍ର ସହ
Read More...

ଜିଲ୍ଲା ବ୍ରାହ୍ମଣ ସଭା ବଲାଙ୍ଗିରର ତ୍ରୟୋଦଶ ସାମ୍ବିଧାନିକ ସମ୍ମିଳନୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭାର ପୂର୍ବ ପ୍ରକାଶିତ ବିଜ୍ଞପ୍ତି ମତେ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର ସମ୍ବିଧାନ ଅନୁସରଣରେ ସ୍ଥାନୀୟ ଶ୍ରୀ ଶ୍ରୀ ନୃସିଂହ ମନ୍ଦିର ବଲାଙ୍ଗିର ପରିସରରେ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିରର ତ୍ରୟୋଦଶ ସାମ୍ବିଧାନିକ
Read More...

୨୦୦୧ରୁ ନିଯୁକ୍ତି ପାଇଥିବା ପ୍ରାଥମିକ ଶିକ୍ଷକଙ୍କ ସାଧାରଣ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରାଥମିକ ଶିକ୍ଷକ ସଂଘ, ବଲାଙ୍ଗିରର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗନ୍ଧରେଲ ସ୍ଥିତ ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ୨୦୦୧ର ଶିକ୍ଷା ସହାୟକ ମାସିିକ ୧୫୦୦ ଟଙ୍କାରେ ଦୂର ଦୂରାନ୍ତରେ ଚାକିରି କରି ୦୧.୦୪.୨୦୦୮ରେ ସ୍ଥାୟୀ ଶିକ୍ଷକର ମାନ୍ୟତା
Read More...

ଜାମତରା ଗାଁରେ ନିଖିଳ ଉତ୍କଳ ସୁବର୍ଣ୍ଣଗ୍ରାହୀ ଶୁଣ୍ଢୀ ସମାଜର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଠେମରା ପଞ୍ଚାୟତ ଜାମତରା ଗ୍ରାମ ଠାରେ ନିଖିଳ ଉତ୍କଳ ଶୁଣ୍ଢୀ ସମାଜର କୂଳପତି ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Read More...

ପ୍ରଧାନମନ୍ତ୍ରୀ ଧନ -ଧାନ୍ୟ କୃଷି ଯୋଜନା ଅଧୀନରେ ସ୍ଥାନୀୟ ସ୍ତରରେ ପ୍ରାଣୀ ସ୍ୱାସ୍ଥ୍ୟ ଅଭିଯାନ ଆରମ୍ଭ ହେବ :…

● ଉତ୍ତର - ପୂର୍ବାଞ୍ଚଳରେ ପ୍ରଥମ ପ୍ରାଣୀଧନ ଆଇଭିଏଫ୍ ଲ୍ୟାବ ପ୍ରତିଷ୍ଠା ; ଆନ୍ଧ୍ରପ୍ରଦେଶରେ ସମନ୍ୱିତ ଦୁଗ୍ଧ ଏବଂ ଗୋଖାଦ୍ୟ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ ନୂଆଦିଲ୍ଲୀ, (ପିଆଇବି) : ଭାରତର ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରକୁ ଏକ ପ୍ରମୁଖ ପ୍ରୋତ୍ସାହନ ପ୍ରଦାନ କରି, ୨୦୨୫
Read More...