ବିସ୍ଥାପିତ କମିଟି ଦ୍ଵାରା ସାମ୍ୱାଦିକ ସମ୍ମିଳନୀ

ସଇଁତଲା, (ଖୁସିରାଣୀ ସାହୁ) : ୧୯୮୫ ମସିହାରେ ପ୍ରାୟ ୨୦୦ ପରିବାରକୁ ବିସ୍ଥାପିତ କରି ବଡ଼ମାଲଠାରେ ଗୋଳାବାରୁଦ କାରଖାନା ପ୍ରତିଷ୍ଠା କରାଯାଇଥିଲା । ତେବେ ସେହି ସମୟରେ କାରଖାନାରେ ସରକାର ଓ ପ୍ରଶାସନ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ଆଜି ବି
Read More...

ଜାମସେଠରେ ନେଟୱର୍କ ଠପ୍ : ଇଣ୍ଟରନେଟ ଓ ଯୋଗାଯୋଗ ବନ୍ଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠରେ ୨୪ ଘଣ୍ଟା ହେଲା ନେଟୱର୍କ ଠପ୍ ଯୋଗୁଁ ମୋବାଇଲ ସେବା ତଥା ଇଣ୍ଟରନେଟ ଭଳି ସେବାରେ ଗ୍ରାମବାସୀ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ମାଣ୍ଡୋସିଲ କାଦୋଘୁଚା ତଥା ଜାମସେଠ ଅଙ୍ଗନଦୀ ବ୍ରିଜ ନିକଟରେ
Read More...

ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ

ପିଏମ୍ ଧନଧାନ୍ୟ କୃଷି ଯୋଜନା ସୁନ୍ଦରଗଡ ସମେତ ଭାରତର ୧୦୦ଟି ଜିଲ୍ଲାରେ ଯୋଜନାର ଶୁଭାରମ୍ଭ୩୬ଟି ଯୋଜନା ଓ ୧୧୦୦ଟି ପରିଯୋଜନାର ଶୁଭାରମ୍ଭ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସଂସ୍କୃତି ଭବନ ଠାରେ ଆଜି କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ଓ କୃଷକ ଶସକ୍ତିକରଣ ବିଭାଗ, ସୁନ୍ଦରଗଡର
Read More...

ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଠାରେ ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ତରଫରୁ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ପ୍ରେକ୍ଷାଳୟ ଠାରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳନ ହୋଇଯାଇଛି । ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧିକାରୀ ସୁଷମା ମହାପାତ୍ରଙ୍କ ସଭାପତିତ୍ୱରେ
Read More...

ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟର ଅନ୍ତର୍ଗତ ତୁରେକେଲା ଆଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପାର୍ଥବ ମହାନନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବିରଞ୍ଚି ନାରାୟଣ ଦାଶ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମୁଖ୍ୟ
Read More...

ଡିଏଭି ସ୍କୁଲରେ ସାହିତ୍ୟ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଡିଏଭି ପବ୍ଲିକ ସ୍କୁଲ ଅନ୍ତର୍ଗତ ଏକ ପୁସ୍ତକ ପ୍ରଦର୍ଶନୀ ଏବଂ ସାହିତ୍ୟ ସମ୍ମିଳନୀ ଆୟୋଜିତ ହୋଇଥିଲା । ସାହିତ୍ୟ ସମାଜର ଦର୍ପଣ । ଏଥିରେ ସମାଜର ସମସ୍ତ ତଥ୍ୟ ସ୍ଥାନ ପାଇଥାଏ କିନ୍ତୁ ମୋବାଇଲର ଯୁଗରେ ପୁସ୍ତକର ଆଗ୍ରହ ବଢାଇବା ଓ ଜ୍ଞାନ ଅର୍ଜନ କରିବା
Read More...

ମାରିଆଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ : ନରୱେର ନୋବେଲ କମିଟି ଗତ ଶୁକ୍ରବାର ଦିନ ୨୦୨୫ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରିଥିବା ବେଳେ ଭେନେଜୁଏଲାର ଲୋକଙ୍କ ପାଇଁ ଗଣତାନ୍ତ୍ରିକ ଅଧିକାରକୁ ପ୍ରୋତ୍ସାହିତ କରିବା ଏବଂ ଏକଚ୍ଛତ୍ରବାଦରୁ ଗଣତନ୍ତ୍ରକୁ ଶାନ୍ତିପୂର୍ଣ୍ଣ ପରିବର୍ତ୍ତନ ହାସଲ କରିବା ପାଇଁ
Read More...

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ପଂଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଏସ୍‌ଏସ୍‌ଓ ସୁଶାନ୍ତ ମହାକୁରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ଗଞ୍ଜାମ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଗୃହରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ପାଳିତ
Read More...

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ବ୍ଲକ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ପ୍ରମୁଖ ଯୋଗଦେଇ ପ୍ରଥମେ ନାଗରିକ ମାନଙ୍କୁ
Read More...