ବିଜୟଲକ୍ଷ୍ମୀ ଦାସଙ୍କୁ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ବରଗଡ଼ ଜିଲ୍ଲା ସୋହେଲାର ପ୍ରସିଦ୍ଧ ଦୂର୍ଗାପୂଜା ଅବସରରେ ଏକ ସ୍ୱତନ୍ତ୍ର ସମାରୋହରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିର ପ୍ରସିଦ୍ଧ ଗାୟିକା ବିଜୟଲକ୍ଷ୍ମୀ ଦାଶଙ୍କୁ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଛି । ସମ୍ପାଦକ ପ୍ରମୋଦ ଚନ୍ଦ୍ର!-->…
Read More...
Read More...