ଦେହେଲିରେ ମର୍ମନ୍ତୁଦ କାର ଦୁର୍ଘଟଣା : ଜଣେ ମୃତ, ୫ ଗୁରୁତର
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ୨୬ ନମ୍ବର ରାଜ୍ୟ ରାଜପଥର ଦେହେଲି ନିକଟରେ ଆଜି ସକାଳୁ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଗୁରୁତର ଥିବା ସୂଚନା ମିଳିଛି । ସୂଚନା ଅନୁସାରେ!-->…
Read More...
Read More...