୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ପ୍ରତିଯୋଗିତା ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଉଦ‌ଘାଟିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି…
Read More...

ନାଟ୍ୟ-ପ୍ରଦୀପ ମଦନ ମିଶ୍ରଙ୍କୁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବରିଷ୍ଠ ନାଟ୍ୟକାର ଓ ନିର୍ଦ୍ଦେଶକ ମଦନ ମୋହନ ମିଶ୍ରଙ୍କୁ ବୁଧବାର ଓଡିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଛି । ଜୀବନ ବ୍ୟାପୀ ନାଟ୍ୟ ସାଧନା ପାଇଁ ତାଙ୍କୁ ଉପାୟନ-୨୦୨୫ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ବିଭିନ୍ନ…
Read More...

ଟିଟିଲାଗଡ ସେଣ୍ଟଏନସ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ସେଣ୍ଟଏନସ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ନୂତନ ନୂତନ ପଦ୍ଧତିରେ ୨୨୦ଟି ପ୍ରକଳ୍ପ ନର୍ସରୀ ଠାରୁ ଆରମ୍ଭ କରି ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ପ୍ରଦର୍ଶନୀ କରିଛନ୍ତି । ଖାସ କରି ଏବେର…
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ୍ ପ୍ରତିଯୋଗିତା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗତ ଦୁଇଦିନ ଧରି ସ୍ଥାନୀୟ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ, ଲୋଇସିଂହା ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ତୃତୀୟରୁ ଅଷ୍ଟମ ଶ୍ରେଣୀ ଏବଂ ଦ୍ଵିତୀୟ ଦିନରେ ନବମ ଓ ଦଶମ ଶ୍ରେଣୀର…
Read More...

ସିଲେଟପଡ଼ା ଗ୍ରାମରେ କୁରାଳ ପଞ୍ଚମୀ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ

ମୁରିବହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ କୁମ୍ଭକାର ସମାଜ ପକ୍ଷରୁ କୁରାଳ ପଞ୍ଚମୀ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ପୂଜାରେ ପୂଜାକର୍ତ୍ତା ରୂପେ ଶଙ୍କର ରଣା ଓ ତାଙ୍କ ପତ୍ନୀ ପଦ୍ମାବତୀ ରଣା…
Read More...

ବାଙ୍କେଲ ଗ୍ରାମରେ ସମ୍ବିଧାନ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ଗ୍ରାମର ଆମ୍ବେଦକର କ୍ଲବ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଆମ୍ବେଦକର କ୍ଲବ ସଭାପତି ଅମର ସୁନାଙ୍କ ନେତୃତ୍ୱରେ ଅନୁଷ୍ଠିତ ସମ୍ବିଧାନ ଦିବସରେ ସଂଗଠନର ସମସ୍ତ ସକ୍ରିୟ କର୍ମକର୍ତ୍ତା ଉପସ୍ଥିତ…
Read More...

ଟିଟିଲାଗଡ ପ୍ରଭାବତୀ ସ୍କୁଲ୍ ତରଫରୁ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଆନ୍ତଃ ସ୍କୁଲ ପ୍ରତିଯୋଗିତା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ସାଙ୍ଗକୁ ନିଜର ଅନ୍ତର୍ନିହିତ କଳାକୁ ପ୍ରଦର୍ଶନ କରାଇବା ଉଦ୍ଦେଶ୍ୟରେ ଟିଟିଲାଗଡ଼ର ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ସ୍କୁଲ ତରଫରୁ ଦ୍ୱିତୀୟ ବର୍ଷ ପାଇଁ ଆନ୍ତଃ ସ୍କୁଲ ପ୍ରତିଯୋଗିତା ଆୟୋଜିତ କରାଯାଉଛି ।…
Read More...

ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଇଁ ଓଡ଼ିଶା ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଳନ ପାଇଁ ଗ୍ରାମବାସୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବ୍ୟାପକ ପ୍ରସ୍ତୁତ କରାଯାଉଥିବା ଜଣାଯାଇଛି । ଆସନ୍ତା ଡିସେମ୍ବର ୧୨ ତାରିଖରୁ ୧୫ ତାରିଖ ୪ ଦିନ ବ୍ୟାପୀ…
Read More...

ଏନ୍‌ଏସି ବୈଠକରେ କୌଣସି ତଥ୍ୟ ମାଗିଲେ ମିଳୁନି : ଅଧାରୁ ଉଠି ପଳାଇଲେ କାଉନ୍‌ସିଲର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିର କାଉନସିଲ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇଙ୍କ ସମେତ ବହୁ ପଦାଧିକାରୀ ପ୍ରମୁଖ…
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଶକ୍ତି କ୍ଲବ କୁଇଜ ପ୍ରତିଯୋଗିତା

ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଶକ୍ତି କ୍ଲବ କୁଇଜ ପ୍ରତିଯୋଗିତା ରାମପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଶକ୍ତି ସଂରକ୍ଷଣ ଓ ସଦୁପଯୋଗ ପାଇଁ ସଚେତନତା ହେଉଛି ଶକ୍ତି କ୍ଲବର ପ୍ରମୁଖ ଲକ୍ଷ୍ୟ । ଶକ୍ତି…
Read More...