ବୈପାରିଗୁଡା ରେଞ୍ଜରେ ବାଘ ଗଣନା ଆରମ୍ଭ

ବୈପାରିଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବନ୍ୟଜୀବନ ନିରୀକ୍ଷଣ ଅଭ୍ୟାସର ଅଂଶ ଭାବରେ ଚିହ୍ନଟ ହୋଇଥିବା ଅଞ୍ଚଳଗୁଡ଼ିକୁ ଅନ୍ତର୍ଭୁକ୍ତ କରି ବୈପାରିଗୁଡା ରେଞ୍ଜରେ ବାଘ ଗଣନା ଆରମ୍ଭ ହୋଇଛି । ଆଜି ଆରମ୍ଭ ହୋଇଥିବା ଏହି ଗଣନା ଡିସେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ବନ ବିଭାଗ
Read More...

ଦିବ୍ୟଜ୍ୟୋତି ଜାଗୃତି ସଂସ୍ଥାନ ଦ୍ଵାରା ଆୟୋଜନ ହେବ ଶିବ କଥା : ସାମ୍ବାଦିକ ସମ୍ମିଳନୀରେ ସୂଚନା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରରେ ଡିସେମ୍ବର ୨୫ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ସାତ ଦିନ ବ୍ୟାପି ସ୍ଥାନୀୟ ଗୋବିନ୍ଦ ବାଟିକା ଠାରେ ଡ. ସର୍ବେଶ୍ଵରଜିଙ୍କ ଦ୍ଵାରା ଶିବକଥାର ଆୟୋଜନ ହେବାକୁ ଯାଉଛି । ଏ ନେଇ ଶୁକ୍ରବାର ସକାଳ ୧୦.୩୦ ଟାରେ ଏକ ସାମ୍ବାଦିକ ସମ୍ମିଳନୀରେ
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ

ଡୁଙ୍ଗୁରିପାଲି, (ସୁଶୀଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ ପ୍ରତିଯୋଗିତା ଗୋଷ୍ଠୀ ସହ ଶିକ୍ଷା ଅଧିକାରୀ ଗଞ୍ଜଲୁ ମିର୍ଦ୍ଧାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସର୍ବପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ ଆଲୋଚ୍ୟ ବିଷୟ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସମ୍ପର୍କରେ ଆଲୋଚନାଚକ୍ର ପ୍ରଗତି ଉତ୍କଳ ସଂଘଠାରେ ଅନୁଷ୍ଠିତ ହୋଇଯାଇଛି ।
Read More...

୫୨ ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲର ୫୨ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଲେଙ୍କାଙ୍କ ସଂଯୋଜନା ଓ ସ୍କୁଲର ଅଧ୍ୟକ୍ଷା ମମତା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଆରଏସପିର କାର୍ମିକ ବିଭାଗର
Read More...

ନୟାଗଡ ଜିଲ୍ଲା ସଦର ମହକୁମାରେ ମେଡିକାଲ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ସଦର ମହକୁମାରେ ମେଡିକାଲ ମହାବିଦ୍ୟାଳୟ ପ୍ରତିଷ୍ଠା ନେଇ ସାଧାରଣରେ ଦାବି ଜୋର ଧରିଥିବା ବେଳେ ଏ ପରିପ୍ରେକ୍ଷୀରେ ଖଣ୍ଡପଡ଼ା ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି, ବରିଷ୍ଠ ନାଗରିକ ମଞ୍ଚର ସଦସ୍ୟ ଓ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ନେଇ ଏକ ସମାବେଶ
Read More...

ଡି. କର୍ଲାଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ମ. ରାମପୁର, (ପି.କେ. ସାହୁ) କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଡି. କର୍ଲାଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଆଜି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ସୂର୍ଯ୍ୟକାନ୍ତ ସାହୁ (ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ) ସଭାପତିତ୍ୱରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ
Read More...

ଦୁଲେନ ଠାରେ ପ୍ରସିଦ୍ଧ ଛୁଟିରାଣୀ ଯାତ୍ରା ଅନୁଷ୍ଠିତ

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଡମ କର୍ଲାଖୁଣ୍ଟା ପଞ୍ଚାୟତର ଦୁଲେନ୍ ଗ୍ରାମର ରାହୁଲ୍ ନଦୀ କୂଳରେ ଛୁଟି ରାଣୀ ଯାତ୍ରା ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି । ଏହି ଯାତ୍ରା ତିନି ଦିନ ପର୍ଯ୍ୟନ୍ତ ପାଳନ କରନ୍ତି । ସୋମବାର ଅପରାହ୍ନରେ ରାହୁଲ ନଦୀ
Read More...

ଜିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ : ୨୯ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୨ଶହ ଖେଳାଳି ଅଂଶଗ୍ରହଣ କରିଥିବାବେଳେ ବିଭିନ୍ନ ବର୍ଗରେ
Read More...

ଶ୍ରୀରାମଚନ୍ଦ୍ର ଲାଇବ୍ରେରୀ ଦ୍ୱାରା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ଉତ୍ସବ ପାଳନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଶ୍ରୀରାମଚନ୍ଦ୍ର ଲାଇବ୍ରେରୀ (ଜୁବିଲୀ ଲାଇବ୍ରେରୀ) ପରିସରରେ ମୟୂରଭଞ୍ଜର ପୁଣ୍ୟଶ୍ଳୋକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଲାଇବ୍ରେରୀ ପରିସରରେ ବହୁ ଆକାଂକ୍ଷିତ ରୂପାନ୍ତରିତ ପାର୍କର ଲୋକାର୍ପଣ
Read More...