ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦିଗିପଡି ଗାଁରେ ରାସ୍ତାକୁ ଲାଗି ଏକ କେନାଲ ରହିଛି । ପ୍ରତିବର୍ଷ ବର୍ଷା ଦିନରେ ଏହି କେନାଲରେ ପ୍ରବଳ ମାତ୍ରାରେ ପାଣି ଯିବା ଦ୍ୱାରା ମାଟି ଅତଡ଼ା ଖସି ଖସି ରାସ୍ତା ଧୋଇ
Read More...

ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ବିଶେଷ କରି କାଉଡ଼ିଆମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ
Read More...

ପୂଜ୍ୟପୂଜା ସେବା ସଂଗଠନର ଏକବିଂଶତମ ପ୍ରତିଷ୍ଠା ଦିବସ

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ୩୧ତମ ଶ୍ରାଦ୍ଧ ଦିବସ ପାଳନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନର ଏକବିଂଶତମ ପ୍ରତିଷ୍ଠା ଦିବସ ଏବଂ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ଅନାଥଙ୍କ ମାଆ ପାର୍ବତୀ ଗିରିଙ୍କ ୩୧ ତମ ଶ୍ରାଦ୍ଧ
Read More...

୩୨ତମ ରାଜ୍ୟ ଉଷୁ ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲାକୁ ୩ଟି ସ୍ୱର୍ଣ୍ଣ ପଦକ ସହିତ ମୋଟ ୧୨ଟି ପଦକ ହାସଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚଳିତ ମାସ ୨୧ରୁ ୨୩ ଅଗଷ୍ଟ ୨୦୨୬, ୩ ଦିନ ଧରି ଝାରସୁଗୁଡାର ବେଲପାହାଡ ଠାରେ ୩୨ତମ ରାଜ୍ୟ ଉଷୁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ଓଡିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ବଲାଙ୍ଗିର ଜିଲ୍ଲାରୁ
Read More...

ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ହୋଇ ବିଭିନ୍ନ
Read More...

ତୁରେକେଲା ବ୍ଲକ ବିଦ୍ୟାଳୟ କ୍ରୀଡ଼ା ସଂସଦର ସାଧାରଣ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ବିଦ୍ୟାଳୟ କ୍ରୀଡ଼ା ସଂସଦର ସାଧାରଣ ବୈଠକ ହିଆଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ବ୍ଲକ ସମ୍ପାଦକ ଶୁଭେନ୍ଦୁ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ହିଆଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି
Read More...

ହୀରାପୁର ଗ୍ରାମର ଯୁବ ପ୍ରତିଭା ଲକ୍ଷ୍ମଣ ରାଉତଙ୍କ ଅକାଳ ବିୟୋଗ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ହୀରାପୁର ଗ୍ରାମର ଯୁବ ପ୍ରତିଭା ଲକ୍ଷ୍ମଣ ରାଉତଙ୍କ ଗତ ଶନିବାର ଦିନ ବିଳମ୍ବିତ ରାତିରେ ୩୪ ବର୍ଷ ବୟସରେ ନିଜ ବାସଭବନରେ ପରଲୋକ ହୋଇଯାଇଛି । ଛାତ୍ର ଜୀବନରୁ ଜଣେ ସଂଗଠକ ଭାବରେ ନିଜର ପରିଚୟ ରଖିଆସିଥିବା ସ୍ଵର୍ଗତ ଲକ୍ଷ୍ମଣ ଭାରତୀୟ
Read More...

କବିବର ପରିଡାଙ୍କ ବିୟୋଗରେ ଶୋକସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ସଂଧ୍ୟା ୬ ଘଟିକା ସମୟରେ ଖଣ୍ଡାୟତ କ୍ଷତ୍ରିୟ ମହାସଭା କାର୍ଯ୍ୟାଳୟ ପରିସରରେ ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଦିବଂଗତ କବି ତଥା ଖଣ୍ଡାୟତ ମହାସଭାର ଆଜୀବନ ସଦସ୍ୟ କବିବର ପରିଡ଼ାଙ୍କ ଦେହାନ୍ତ ଅବସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି
Read More...

ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ : ବଲାଙ୍ଗିର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର

“ଏହି ସମ୍ମାନ ବଲାଙ୍ଗିରବାସୀଙ୍କ ସମ୍ମାନ” : ଅଧ୍ୟକ୍ଷା ଲିକା ସାହୁ ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୦୨୫–୨୬ ଆର୍ଥିକ ବର୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଁ ବଲାଙ୍ଗିର ପୌର ପରିଷଦକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯିବ
Read More...

ଶ୍ରାବଣ ଶେଷ ସୋମବାରରେ ହରିଶଙ୍କରରେ ଭକ୍ତଙ୍କ ଜନସମୁଦ୍ର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ପ୍ରସିଦ୍ଧ ଶୈବପୀଠ ହରିଶଙ୍କରରେ ଭକ୍ତି ଓ ଆଧ୍ୟାତ୍ମିକତାର ଅପୂର୍ବ ପରିବେଶ ସୃଷ୍ଟି ହୋଇଥିଲା । ଭୋଲେବାବାଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ଆଜି ହରିଶଙ୍କରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା
Read More...