ଆଦାନୀ ଗୋପାଳପୁର ବନ୍ଦର ପକ୍ଷରୁ ଆର୍ଯ୍ୟପଲ୍ଲୀ ମାଛଧରା ବନ୍ଦରର ମୁହାଣ ଖନନ କାର୍ଯ୍ୟ ଆରମ୍ଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆର୍ଯ୍ୟପଲ୍ଲୀ ମାଛଧରା ବନ୍ଦରର ମତ୍ସ୍ୟଜୀବୀମାନଙ୍କ ଦୀର୍ଘ ଦିନର ସଂଘର୍ଷ ବାସ୍ତବରେ ପରିଣତ ହୋଇଛି । ମତ୍ସ୍ୟଜୀବୀମାନଙ୍କ ଡଙ୍ଗାର ଯାତାୟତ ପାଇଁ ଆଜି ଆଦାନୀ ଗୋପାଳପୁର ବନ୍ଦର ପକ୍ଷରୁ ଅତ୍ୟାଧୁନିକ ଡ୍ରେଜିଂ ମେସିନ ସ୍ଥାପନା ସହ ମୁହାଣ ଖନନ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ମା’ ପାଇଁ ଗଛଟିଏ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମାଆ ପାଇଁ ଗଛଟିଏ ଗଞ୍ଜାମ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଭିକାରୀପଲ୍ଲୀ ପଞ୍ଚାୟତର ବାଲିବଗଡ ଉଦ୍ୟାନ ପଡ଼ିଆରେ ଆୟୋଜିତ ହୋଇଯାଇଛି । ଗଛଟିଏ ଲଗାଇବା, ଗଛ ପୋତିବା ନିଜ ମାଆ ନାଆଁରେ । ଯିଏ ମାଆକୁ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସୀପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପୌରୋହିତ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି ।
Read More...

ବିଶ୍ୱ ଓଜୋନ ଦିବସ ଉପଲକ୍ଷେ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଆଲୋଚନା ଚକ୍ର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ଓଜୋନ ଦିବସ ଉପଲକ୍ଷେ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଏକ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ଏହି ସଭାରେ ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ସୁଶାନ୍ତ ଦାସ ଅଧ୍ୟକ୍ଷତା କରିଥିଲେ । ନିଜ ବକ୍ତବ୍ୟରେ ଶ୍ରୀଯୁକ୍ତ
Read More...

ମା’ ରାମଚଣ୍ଡୀଙ୍କ ସତୀ ବେଶ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ସମାଗମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମ ପଞ୍ଚାୟତର ନୀଳାଦ୍ରି ପର୍ବତ ଶୀର୍ଷରେ କେଉଁ ଆବହମାନ କାଳରୁ ଅବସ୍ଥାନ କରିଥିବା ମା' ରାମଚଣ୍ଡୀଙ୍କ ପୀଠରେ ଷୋଡ଼ଶ ଉପଚାରରେ ୧୬ ଦିନ ଧରି ପୂଜା ଆରାଧନା ଶାରଦୀୟ ଦୁର୍ଗା ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ
Read More...

ଛତ୍ରପୁର ଥାନା ସୁନ୍ଦରପୁର ଗ୍ରାମରୁ ମିଳିତ ଚଢ଼ାଉ ବେଳେ ଲକ୍ଷାଧିକ ଟଙ୍କାର ବାଣ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଥାନା ଅଧୀନସ୍ଥ ସୁନ୍ଦରପୁର ଗ୍ରାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ କରାଯାଇଛି । ଛତ୍ରପୁର ଥାନା ପୋଲିସ ଓ ମାଜିଷ୍ଟ୍ରେଟ ମିଳିତ ଚଢ଼ାଉ କରି ସୁନ୍ଦରପୁର ଗ୍ରାମ ଟାୱାର ସାହିର ପପୁନ ପାତ୍ରଙ୍କ ତିନୋଟି ଘରୁ ବେଆଇନ ବାଣ ଗଚ୍ଛିତ ଥିବା ଏବଂ
Read More...

ମାଣିକ୍ୟ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ରର ୪୦ ବର୍ଷ ପୂରଣ ଅବସରରେ ମାଣିକ୍ୟ ଜୟନ୍ତୀର ଉଦ୍‌ଯାପନୀ କାର୍ଯ୍ୟକ୍ରମ ପାଇଁ ଶିକ୍ଷାବିତ୍‌ କପିଳ ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ କାର୍ଯ୍ୟକ୍ରମ
Read More...

ପୌର ପରିଷଦର ଦୁର୍ନିତୀକୁ ଲୋକ ଲୋଚନକୁ ଆଣିବା ପାଇଁ ନଗର କଂଗ୍ରେସର ପଥପ୍ରାନ୍ତ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୌର ପରିଷଦର ଦୁର୍ନିତୀକୁ ଲୋକ ଲୋଚନକୁ ଆଣିବା ପାଇଁ ନଗର କଂଗ୍ରେସ ପକ୍ଷରୁ ପଥପ୍ରାନ୍ତ ସଭାର ଆୟୋଜନ କରାଯାଇଛି । ବଲାଙ୍ଗିର ସହରର ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ପୌର ପାଳିକାର ଧ୍ୟାନ ନାହିଁ ବରଂ ଲୋକଙ୍କର ସମସ୍ୟା ହେଲେ କୁମ୍ଭୀର କାନ୍ଦଣା
Read More...

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ପାଇଁ ଉଦ୍ୟମ କରିବା ଅଭିଯୋଗରେ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାରେ ପୁଣି ଜାଲ୍‌ ସାର୍ଟିଫିକେଟ ମାମଲା । ଦୁଇଦିନ ହେଲା କ୍ରାଇମବ୍ରାଞ୍ଚ ବଲାଙ୍ଗିର ଜିଲାରେ ଡେରା ପକାଇ ବିଭିନ୍ନ ଅଫିସକୁ ଅଫିସ ଯାଇ ନକଲି ସାର୍ଟିଫିକେଟର ଯାଂଚ କରୁଥିଲା । ଆଜି ଏହି ମାମଲାରେ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗିରଫ କରି
Read More...

ଡେଲାଙ୍ଗରେ ଦେବଶିଳ୍ପୀ ବିଶ୍ୱକର୍ମା ପୂଜା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଭଗବାନ ବିଶ୍ୱକର୍ମା ଏ ବିଶ୍ୱର ନିର୍ମାଣ କର୍ତ୍ତା । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ଦେବଶିଳ୍ପୀ ବିଶ୍ୱକର୍ମା କନ୍ୟା ସଂକ୍ରାନ୍ତି ଦିନ ମର୍ତ୍ତ୍ୟ ମଣ୍ଡଳରେ ଆବିର୍ଭୂତ ହୋଇଥିଲେ । ଭଗବାନ ବିଶ୍ୱକର୍ମା ସ୍ୱୟଂ ବଢ଼େଇ ରୂପରେ ଭକ୍ତ ମନୋବାଞ୍ଛା
Read More...