ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଆଭାସୀ ଯୋଗେ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ତମ ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍ ଡାଇରେକ୍ଟର) ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି!-->…
Read More...
Read More...