ଆସନ୍ତା ୧୮ରେ ଶ୍ରୀ ଶ୍ରୀ ଆଖଣ୍ଡଳମଣି ମନ୍ଦିରରେ ଶିବ ବିବାହ
ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ଏ ବ୍ଲକ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ଓ ବାବା ଆଖଣ୍ଡଳମଣି ମନ୍ଦିରରେ ପ୍ରଥମ ଥର ପାଇଁ ଶିବ ବିବାହ କାର୍ଯ୍ୟକ୍ରମ ଆସନ୍ତା ୧୮ ତାରିଖ ଦିନ କରାଯିବା ପାଇଁ ସ୍ଥିର କରାଯାଇଛି । ଏନେଇ ମନ୍ଦିର ଟ୍ରଷ୍ଟ, ପୁଷ୍ପାଞ୍ଜଳି ଅନୁଷ୍ଠାନ, ପୁଲିସ!-->…
Read More...
Read More...