ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ର ସମୀକ୍ଷା ବୈଠକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ର ସମୀକ୍ଷା ବୈଠକ ୨୦୨୪-୨୫ ବନଖଣ୍ଡ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜଙ୍ଗଲର ସୁରକ୍ଷା ଓ ଉଜୁଡ଼ା ଜଙ୍ଗଲର ପୁନରୁଦ୍ଧାର ଲକ୍ଷ୍ୟ ନେଇ…
Read More...

ସୋନପୁର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସଦର ଟାଉନ ହଲ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମେଳାକୁ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର କୁମାର ମାଝୀ ଉଦଘାଟନ କରିଥିଲେ । ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର…
Read More...

ସାଲେଭଟା ଦୁର୍ଗା ମନ୍ଦିର‌ ପ୍ରତିଷ୍ଠା ଉତ୍ସବ ଉଦଯାପିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା ଠାରେ ପାଞ୍ଚଦିନ ଧରି ଚାଲିଥିବା ଦୁର୍ଗା ମନ୍ଦିରର ପ୍ରାଣ ପ୍ରତିଷ୍ଠା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ରବିବାର ଅର୍ଦ୍ଧରାତ୍ରରେ ମା'ଙ୍କ ପ୍ରତିମୂର୍ତ୍ତିରେ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା । ସୋମବାର ସକାଳେ…
Read More...

ଓଡିଶା ଚତୁର୍ଥ ଜାତୀୟ ଇଏମ୍‌ଆର୍‌ଏସ୍‌ କ୍ରୀଡା ପ୍ରତିଯୋଗିତା ୨୦୨୫ ଆୟୋଜନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦିବାସୀ ଯୁବ ପ୍ରତିଭା ଏବଂ କ୍ରୀଡାପ୍ରେମର ଉତ୍ସବ, ଚତୁର୍ଥ ଜାତୀୟ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା, ଆଜି ରାଉରକେଲାର ପ୍ରତୀକାତ୍ମକ ବିର୍ସା ମୁଣ୍ଡା ଆଥଲେଟିକ୍ସ ଷ୍ଟାଡିୟମରେ ଆରମ୍ଭ ହୋଇଛି । ପାଞ୍ଚ ଦିନିଆ ଇଭେଣ୍ଟ (୧୧ରୁ୧୫…
Read More...

ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମୋତ୍ସବ ଏବଂ ରାଜ୍ୟ ସ୍ତରୀୟ ସ୍ମାରକ ସମ୍ମାନ ପ୍ରଦାନ ସମାରୋହ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ, ଜମୁନାଲାଲ୍ ବଜାଜ୍ ସମ୍ମାନ ବିଜୟୀ, ଭୂ ସତ୍ୟାଗ୍ରହୀ ଓ କୋରାପୁଟିଆ ଗାନ୍ଧୀ ଭାବେ ବେଶ ପରିଚିତ ଥିବା ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ…
Read More...

ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରତା : ଭାରତ ଚ୍ୟାମ୍ବର ଅଫ୍ କମର୍ସ ପକ୍ଷରୁ ସଚେତନତା…

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରତା, ଏକ ସଚେତନତା କାର୍ଯ୍ୟକ୍ରମ ଆଜି ଭାରତ ଚ୍ୟାମ୍ବର ଅଫ୍ କମର୍ସ ପକ୍ଷରୁ ରାଉରକେଲା ହୋଟେଲ ମେଫେୟାର ଠାରେ ଅନୁଷ୍ଠିତ ହୋଇଯାଇଛି । ଭାରତ ଚ୍ୟାମ୍ବର ଅଫ୍ କମର୍ସ ପକ୍ଷରୁ ରାଉରକେଲା ଚ୍ୟାମ୍ବର ଅଫ୍…
Read More...

ପାଇକମାଲ ପୋଲିସ ଦ୍ୱାରା ଟେମରୀ ହାଇସ୍କୁଲରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଅନ୍ତର୍ଗତ ଟେମରୀ ହାଇସ୍କୁଲ ପରିସରରେ ପ୍ରଧାନ ଶିକ୍ଷକ ଡ଼ୋଳାମଣୀ ଭୋଇଙ୍କ ଅଧ୍ୟକ୍ଷତାରେ ଏକ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଇକମାଲ ଥାନାଧିକାରୀ କୈଳାସ ଚନ୍ଦ୍ର…
Read More...

ନାବାଳିକାକୁ ଅପହରଣ ତଥା ଡକାୟତି ମାମଲାରେ ସାମିଲ ଥିବା ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କଲା ଟିଟିଲାଗଡ଼ ପୋଲିସ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗତ ଅକ୍ଟୋବର ୨୨ ତାରିଖରେ ଟିଟିଲାଗଡ଼ ସର୍ଗିଗୁଡ଼ାର ଜଣେ ନାବାଳିକାକୁ ଧରି ଫେରାର ମାରିଥିଲା ଟିଟିଲାଗଡ଼ ନୀଳଚକ୍ର ନଗରର ଆନନ୍ଦ ଦାସ ଓରଫ ଛୋଟୁ । ତେବେ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିବା ପରେ ଟିଟିଲାଗଡ଼ ପୋଲିସ ଖୋଜା ଖୋଜି…
Read More...

ବେଲପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଘୋଷ କାର୍ଯ୍ୟଶାଳା ଅନୁଷ୍ଠିତ

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ବେଲପଡାରେ ସମ୍ଭାଗ ସ୍ତରୀୟ ଘୋଷ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି । ତିନିଦିନ ଧରି ଏହି କାଯ୍ୟକ୍ରମ ଚାଲିଥିଲା । ଏଥିରେ ପ୍ରାୟ ୮୦ଟି ବିଦ୍ୟାଳୟରୁ ମୋଟ ୯୦ଜଣ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ଏଥିରେ ଆନକ, ଶଙ୍ଖ,…
Read More...

ବିଡିଓ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଜନ ସମସ୍ୟା ଶୁଣାଣି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅଧୀନସ୍ଥ କରୁଆଁଝର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଶିବିରରେ ଖପ୍ରାଖୋଲ ବିଡିଓ ବିବେକାନନ୍ଦ ଷଡ଼ଙ୍ଗୀ ନିଜେ ଉପସ୍ଥିତ ରହି ସାଧାରଣ ଜନତାଙ୍କ…
Read More...