ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ ହେଲେ ବିଶିଷ୍ଟ ଅଭିନେତା ଚିନ୍ମୟ ଦାସ ପଟ୍ଟନାୟକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡିଶାର ପ୍ରତିଷ୍ଠିତ ନାଟ୍ୟସଂସ୍ଥା "ଶତାବ୍ଦୀର କଳାକାର" ର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ୨୮ ତମ ଜାତୀୟ କଳିଙ୍ଗ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ବିଶିଷ୍ଟ ଅଭିନେତା,
Read More...

କୁଶମେଲଠାରେ ନବମ ଆଞ୍ଚଳିକ ଲୋକ ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବ୍ଳକ୍ କୁଶମେଲ ଠାରେ ମାଁ କୁଶଙ୍ଗେଇ କଳା ପରିଷଦ ଆନୁକୂଲ୍ୟରେ ନବମ ବର୍ଷ ଆଞ୍ଚଳିକ ଲୋକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସଞ୍ଜୟ ସିଂଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପାରମ୍ପରିକ ଲୋକବାଦ୍ୟ, ଲୋକନୃତ୍ୟ ଦଳ ଓ ୧୨ଟି
Read More...

ଗୃହସ୍ଥୀ ଉଦ୍ୟୋଗ ପ୍ରା. ଲି.କୁ ତୋଷାଳୀ ସ୍ୱଦେଶୀ ମେଳାରେ ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୃହସ୍ଥୀ ଉଦ୍ୟୋଗ ପ୍ରାଇଭେଟ୍ ଲିମିଟେଡ୍‌ର ଅଧ୍ୟକ୍ଷ ତଥା ପ୍ରବନ୍ଧ ନିର୍ଦ୍ଦେଶକ ଗଣେଶ ପ୍ରସାଦ ବାଗଡ଼ିଆଙ୍କୁ ଓଡିଶା ସରକାରଙ୍କ ବସ୍ତ୍ର ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ଦ୍ୱାରା ଭୁବନେଶ୍ୱରରେ ଆୟୋଜିତ ତୋଷାଳୀ ସ୍ୱଦେଶୀ ମେଳା ରେ ସମ୍ମାନିତ କରାଯାଇଥିଲା
Read More...

ଆସନ୍ତା ୨୭ ଏବଂ ୨୮ ରେ ଟିଟିଲାଗଡରେ ଅନୁଷ୍ଠିତ ହେବ ସୂର୍ଯ୍ୟମଣି ପାଢୀ ମେମୋରିଆଲ ଉତ୍କଳ ଶ୍ରୀ ୨୦୨୬ ସୁନ୍ଦର…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହିଦ ଜିମନାସିଅମ୍ ତରଫରୁ ଫେବୃଆରୀ ୨୭ ଓ ୨୮ ଦୁଇ ଦିନିଆ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ସ୍ଥାନୀୟ ହାଇସ୍କୁଲ ଖେଳପଡିଆ ଠାରେ ଅନୁଷ୍ଠିତ ହେବାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ଏହି ସାମ୍ବାଦିକ
Read More...

ସୂଚନା ଅଧିକାର ଆଇନ ଉପରେ ତାଲିମ ଓ ସଚେତନତା କର୍ମଶାଳା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ସୂଚନା ଅଧିକାର ଆଇନ ୨୦୦୫ ଉପରେ ଜିଲ୍ଲାର ସମସ୍ତ ଜନ ସୂଚନା ଅଧିକାରୀ ଓ ଅତିରିକ୍ତ ଜନ ସୂଚନା ଅଧିକାରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ତାଲିମ ଓ ସଚେତନତା
Read More...

ଆସନ୍ତା ୨୭ରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୨୭ ତାରିଖରେ ସୋନପୁର ମଡେଲ ଡିଗ୍ରି ମହାବିଦ୍ୟାଳୟରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହେବା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି
Read More...

ବ୍ଲକ ସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟ ମହିଳା ଆୟୋଗଙ୍କ ସହାୟତା ଏବଂ ସୁନ୍ଦରଗଡ଼ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସଂସ୍କୃତି ଭବନ ଠାରେ ବ୍ଲକ୍ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଆୟୋଗ ସଦସ୍ୟା ଶ୍ରୀମତୀ
Read More...

ବନ୍ଧୁକ ମୁନରେ ନବବଧୂ ଅପହରଣ ଘଟଣା

ସମ୍ବଲପୁରରୁ ଧରାପଡ଼ିଲେ ପ୍ରେମିକ ସଞ୍ଜୀବ ଓ ନବବଧୂ ରଶ୍ମୀ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ), ସୋନପୁର ଜିଲ୍ଲା ତରଭାଠାରେ ଘଟିଥିବା ଘଟଣା ବରକୁ ବନ୍ଧୁକ ଦେଖାଇ ନବବିବାହିତା ପ୍ରେମିକାକୁ ଅଧବାଟରୁ ଅପହରଣ କରିନେବା ଘଟଣାରେ ସୁବର୍ଣ୍ଣପୁର ଜିଲ୍ଲା ପୁଲିସକୁ ସଫଳତା ମିଳିଛି । ତରଭା
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ସଚେତନତା କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସହୀଦ ସ୍ମୃତି ଭବନରେ ଜିଲ୍ଲାସ୍ତରୀୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଡାହାଣୀ, ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସ ଦୂରୀକରଣ କର୍ମଶାଳା

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିଜ୍ଞାନର ଅଗ୍ରଗତି ପରେ ମଧ୍ୟ ପ୍ରାଚୀନ ଯୁଗରୁ ଗୁଣିଗାରେଡ଼ି, ଯାଦୁବିଦ୍ୟା, ତନ୍ତ୍ରସାଧନ, ଝଡ଼ାଫୁଙ୍କା ଆଦି ଅନ୍ଧବିଶ୍ୱାସ ଆଜିବି ସମାଜରେ ଦେଖିବାକୁ ମିଳୁଛି । ଲୋକଙ୍କ ମନରୁ ଏହି ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ । ଫଳରେ ଏହାକୁ ନେଇ ବିଭିନ୍ନ ପ୍ରକାର
Read More...