ଜିଏସଟି ହ୍ରାସ ଦ୍ୱାରା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଭିବୃଦ୍ଧି ତ୍ୱରାନ୍ୱିତ ହେବ
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩ ସେପ୍ଟେମ୍ବର ୨୦୨୫ରେ ଆୟୋଜିତ ଜିଏସଟି ପରିଷଦର ୫୬ତମ ବୈଠକରେ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ପାଇଁ ଏକ ସରଳୀକୃତ ଜିଏସଟି ବ୍ୟବସ୍ଥା ଅନୁମୋଦନ କରାଯାଇଛି । ଏହାର ଅଂଶରୂପ, ବିଭିନ୍ନ ପ୍ରମୁଖ!-->…
Read More...
Read More...