୨୫ ଏକର ଜମିର ସଦୁପଯୋଗ ପାଇଁ ବେଦବ୍ୟାସ ବିକାଶ ମଞ୍ଚର ଦାବି

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ଜନତା ଧର୍ମଶାଳାରେ ରାଉରକେଲା ପୋଷ୍ଟମର୍ଟମ ଗୃହ ନିକଟସ୍ଥ ପ୍ରାୟ ୨୫ ଏକର ଜମିର ସଦୁପଯୋଗ ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ ଉପରେ ଜନ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ପୂର୍ବରୁ ସୁନ୍ଦରଗଡ଼ ଲୋକସଭା ସାଂସଦ ତଥା କେନ୍ଦ୍ର ଆଦିବାସୀ…
Read More...

ନିଃଶୁଳ୍କ ଦନ୍ତ ଚିକିତ୍ସା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ଷ୍ଟିଲ ସିଟି ଓ ଇଣ୍ଟ୍ରାକ୍ଟ କ୍ଲବ୍ ଅଫ୍ ସେକ୍ଟର ୧୬ ଡିଏଭି ପବ୍ଲିକ ସ୍କୁଲର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ଦନ୍ତ ଚିକିତ୍ସା ଶିବିର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଷ୍ଟିଲ ସିଟିର ଉପଦେଷ୍ଟା ରୋଟାରିଆନ ଡ. ଅଞ୍ଜନା ମୈତ୍ରଙ୍କ…
Read More...

ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠିଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠିଙ୍କର ୮୧ ବର୍ଷ ବୟସରେ ନିଜ ହାତୀଶାଳପଡା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ଜଣେ ସଚ୍ଚୋଟ, ମେଳାପୀ ଓ ଧର୍ମପରାୟଣ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗରେ…
Read More...

ସେଲୁଆଁ ହାଇସ୍କୁଲରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଦ୍ୟା ଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ସେଲୁଆଁ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲାଦ୍ରି ବେଜଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସହକାରୀ ଶିକ୍ଷକ ରୋଶନ କୁମ୍ଭାର ପରିଚାଳନା କରିଥିଲେ ।…
Read More...

ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ : ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ଦେଲେ ୩୫ ହଜାର ପରୀକ୍ଷାର୍ଥୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଏନ୍‌ଆଇଏଲ୍‌ପି) ଅନ୍ତର୍ଗତ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ମୂଲ୍ୟାୟନ ପରୀକ୍ଷା (ଏଫ୍‌ଏଲ୍‌ଏନ୍‌ଟି) ବଲାଙ୍ଗିର ଜିଲ୍ଲାର ପ୍ରାୟ ୨୦୦୦ ହଜାର କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର…
Read More...

ବାଲିଯାତ୍ରାରେ ଗୃହସ୍ଥୀ ବଜାର

ରାଉରକେଲା/କଟକ, (ସସ୍ମିତା ପ୍ରଧାନ) : ସମ୍ପ୍ରତି କଟକର ଐତିହାସିକ ବାଲିଯାତ୍ରା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି । କଟକ ବାଲିଯାତ୍ରା ଓଡ଼ିଶାର ଅସ୍ମିତା, ବୀରତ୍ୱ, ସାହାସିକତା, କଳା, ସଂସ୍କୃତି ତଥା ନୌବାଣିଜ୍ୟର ପ୍ରତୀକ ଭାବେ ବିବେଚନା କରାଯାଉଥିବାବେଳେ…
Read More...

ବନ୍ଦେ ମାତରଂ ଜାତୀୟ ଗୀତ ଦେଶ ଭକ୍ତି, ରାଷ୍ଟ୍ର ପ୍ରେମ, ସାହସ, ଏକତା ଓ ପ୍ରତିବାଦର ପ୍ରତୀକ – ଜୁଏଲ ଓରାମ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଅହ୍ୱାନ କ୍ରମେ ସମଗ୍ର ଦେଶରେ ବନ୍ଦେ ମାତରଂ ଜାତୀୟ ଗୀତର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶରେ ୧୫୦ଟି ସ୍ଥାନରେ ଏହି ମହୋତ୍ସବ ଆଜି ପାଳନ କରାଯାଇଛି । ଓଡିଶାର ୫ଟି ସ୍ଥାନ ମଧ୍ୟରୁ ରାଉରକେଲା ଠାର ଆଜି ରାଉରକେଲାର…
Read More...

ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ
ଗଞ୍ଜାମ ପୋଲିସ ପକ୍ଷରୁ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ
…

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ସାଇବର ସୁରକ୍ଷା ନିମନ୍ତେ ଗଞ୍ଜାମ ପୋଲିସ ଷ୍ଟେସନ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା ସୁଶ୍ରୀ ସୁନିତା ରାଉତରାୟ ଉଦ୍ଘାଟନ କରିଥିଲେ…
Read More...

ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ସେଲୁଆଁ ହାଇସ୍କୁଲଠାରେ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ସେଲୁଆଁ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲାଦ୍ରୀ ବେଜଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସହକାରୀ ଶିକ୍ଷକ ରୋଶନ କୁମ୍ଭାର ପରିଚାଳନା କରିଥିଲେ…
Read More...

ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ : ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ଦେଲେ ୩୫ ହଜାର ପରୀକ୍ଷାର୍ଥୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଏନଆଇଏଲପି) ଅନ୍ତର୍ଗତ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ମୂଲ୍ୟାୟନ ପରୀକ୍ଷା (ଏଫଏଲଏନଟି) ବଲାଙ୍ଗିର ଜିଲ୍ଲାର ପ୍ରାୟ ୨୦୦୦ ହଜାର କେନ୍ଦ୍ରରେ ଅନୁଷ୍ଟିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ,…
Read More...