ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ୟ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପାଠାଗାରର ସଭାପତି ପ୍ରସନ୍ନ କୁମାର ସାବତଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର!-->…
Read More...
Read More...