ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଚାଞ୍ଚଲ୍ୟ । ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼!-->…
Read More...
Read More...