୨୯ତମ ସର୍ବଭାରତୀୟ ଛିନ୍ଦେଇକେଲା କପ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଛିନ୍ଦେଇକେଲା ରାଇଜିଂ ଷ୍ଟାର କ୍ରିକେଟ କ୍ଲବ ସମସ୍ତ କର୍ମକର୍ତ୍ତାଙ୍କୁ ନେଇ ଜତିନ ସାହୁଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଚଳିତ ବର୍ଷ ଡିସେମ୍ବର ମାସରେ ସର୍ବଭାରତୀୟ ଛିନ୍ଦେଇକେଲା କପ ଅନୁଷ୍ଠିତ
Read More...

ଡଙ୍ଗା ଓଲଟି ଜଣେ ନିଖୋଜ ଘଟଣାରେ : ବ୍ୟକ୍ତିର ଶବ ଉଦ୍ଧାର ୩୦ ହଜାର ଟଙ୍କା ରେଡକ୍ରସ ସହାୟତା ପ୍ରଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ସମୁଦ୍ରକୂଳ ପୋଡମପେଟ୍ଟାରେ ମାଛ ଧରାଳି ମାନେ ସମୂଦ୍ର ମଧ୍ୟକୁ ମାଛ ମାରିବାକୁ ଯାଉଥିବା ବେଳେ ଡଙ୍ଗା ଓଲଟି ପଡିଥିଲା । ୭ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଥିଲେ । ନିଖୋଜ ବ୍ୟକ୍ତି ଅଗସ୍ତି ନୂଆଗାଁ ପଞ୍ଚାୟତର ସାନ-ନୋଳିଆନୂଆଗାଁ ସ୍ଥିତ
Read More...

ସମ୍ବଲପୁର ବାଲିବନ୍ଧାରେ ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ରର ଉଦଘାଟିତ

• ଦିବ୍ୟାଙ୍ଗ ଭାଇ ଭଉଣୀଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଯୋଗାଇ ଦେବା ଲକ୍ଷ୍ୟ - ଧର୍ମେନ୍ଦ୍ର ପ୍ରଧାନ• ୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’ ଭିନ୍ନକ୍ଷମମାନଙ୍କ ପାଇଁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଆବଶ୍ୟକତାକୁ ପୂରଣ କରିବ• ପ୍ରତିମାସରେ ବ୍ଲକ ସ୍ତରରେ
Read More...

ନୂଆଁଖାଇ ଉପଲକ୍ଷେ ମାଁ ମାହେଶ୍ୱରୀ ସେବା ପକ୍ଷରୁ ଖାଦ୍ୟ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶାର ଶିଘା ତିହାର ନ୍ରୂଆଁଖାଇ ଉପଲକ୍ଷେ ବିଗତ ବର୍ଷ ମାନଙ୍କ ପରି ଏବର୍ଷ ମଧ୍ୟ ଓଡିଶାର ଅଗ୍ରଣୀ ସମାଜସେବୀ ସଂଗଠନ ମାଁ ମାହେଶ୍ୱରୀ ସେନା ପକ୍ଷରୁ ବଲାଙ୍ଗିର ଜିଲ୍ଲାର ଭୀମଭୋଇ ମେଡିକାଲ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ମାଗଣନା
Read More...

ବିିଦ୍ୟାଷ୍ଟଡ଼ି ପଏଂଟରେ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କଲେ ଛାତ୍ରଛାତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ସାରନଗରୀର ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡ଼ି ପଏଂଟ ଠାରେ ଲମ୍ବୋଦରଙ୍କ ପୂଜାର୍ଚ୍ଚନାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଅନୁଷ୍ଠାନର ଚଳିତ ବର୍ଷର ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନେ ଗଣେଶ ପୂଜାରେ ନିଜକୁ ସାମିଲ କରି ପୁଷ୍ପାଜଂଳୀ ଦେଇ
Read More...

ପାଇକମାଲ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣ ଭିତ୍ତି ପ୍ରସ୍ତର ସ୍ଥାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ନୂତନ ଗୋଷ୍ଠିସ୍ୱାସ୍ଥ୍ୟକେନ୍ଦ୍ରର ଗୃହ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ବୁଧବାର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ୟ୍ୟକ୍ରମ ରେ ବରଗଡ ସାଂସଦ ଜନପ୍ରିୟ ନେତା ପ୍ରଦୀପ ପୁରୋହିତ ଅତିଥି ଭାବେ ଯୋଗ ଦେଇ ଗଣେଶ ପୁଜା
Read More...

ସ୍ୱରାଗିଣୀର ମାଖୁଦୁରୁକୁଣୀ ମେଲଣ ଆସନ୍ତା ୧ ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳାମାନଙ୍କର ଅନ୍ୟତମ ସାଂସ୍କୃତିକ ଅନୁଷ୍ଠାନ ସ୍ୱରାଗିଣୀ ଅନୁଷ୍ଠାନ ତରଫରୁ ମା ଖୁଦୁରୁକୁଣୀ ୨୦୨୫ ମେଲଣ ଆସନ୍ତା ସେପ୍ଟେମ୍ବର ମାସ ୧ ତାରିଖ ଦିନ ସେକ୍ଟର ୩ ସ୍ଥିତ ରଥଖଳାଠାରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ତରଫରୁ ରାଉରକେଲା କ୍ଲବ୍ ଠାରେ ଆୟୋଜିତ
Read More...

ଗଞ୍ଜାମ ଜିଲ୍ଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କୁ ସିଏମ୍‌ କିଷାନ ୩ୟ କିସ୍ତି ଦିଆଗଲା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସିଏମ୍‌ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି । ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି । ଏହିକ୍ରମରେ ଗଞ୍ଜାମ ଜିଲ୍ଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ
Read More...

ସମୁଦ୍ରକୂଳ ପୋଡମପେଟ୍ଟାରେ ଡଙ୍ଗା ଓଲଟି ଜଣେ ନିଖୋଜ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସବୁ ଦିନପରି ଆଜି ମଧ୍ୟ ସକାଳୁ ସକାଳୁ ବଢ଼ି ଅନ୍ଧାରରୁ ମାଛ ମାରିବାକୁ ଡ଼ଙ୍ଗା ସାହାଯ୍ୟରେ ସାତ ଜଣ ସାଥୀ ହୋଇ ବାହାରିଥିଲେ, ସେମାନେ ଛତ୍ରପୁର ନିକଟସ୍ଥ ନୋଳିଆନୂଆଗାଁର ବାସିନ୍ଦା ସାତଜଣ ଡଙ୍ଗାରେ ବସି ସମୁଦ୍ରକୂଳ ପୋଡମପେଟ୍ଟା ପର୍ଯ୍ୟନ୍ତ
Read More...

ପିଏମ୍ ଜନ ଧନ ଯୋଜନା : ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ, (ପିଆଇବି) : ଗୋଟିଏ ଦଶନ୍ଧି ପୂର୍ବରୁ ଅନେକ ଭାରତୀୟଙ୍କ ପାଇଁ ବ୍ୟାଙ୍କ ସେବା ଦିବାସ୍ୱପ୍ନ ପରି ଥିଲା । ବିଶେଷ କରି ଗ୍ରାମୀଣ ଏବଂ ବଞ୍ଚିତ ସମୁଦାୟର ଲୋକମାନେ ଏଥିରୁ ବଞ୍ଚିତ ହେଉଥିଲେ । ଆନୁଷ୍ଠାନିକ ଆର୍ଥିକ ସେବାର ସୁବିଧା ବିନା, ଲକ୍ଷ ଲକ୍ଷ ଲୋକ ଘରେ ନଗଦ ସଞ୍ଚୟ ଏବଂ
Read More...